ଏପ୍ରିଲ ୩୦ ପରେ ହେବ ନବମ ଶ୍ରେଣୀ ପରୀକ୍ଷା!

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାମାନଙ୍କୁ ସ୍କୁଲ ଯିବାକୁ ବାରଣ କରିଥିଲେ। ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସେମାନଙ୍କୁ ସ୍କୁଲ ନ ଯିବାକୁ କୁହାଯାଇଥିଲା। ତେବେ ଏ ବର୍ଷ ସେମାନଙ୍କର ପରୀକ୍ଷା ହେବ ନା ନାହିଁ, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ରବିବାର ଏ ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ସରକାର ଚାହୁଁଛନ୍ତି ନବମ ଶ୍ରେଣୀ ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ଦିଅନ୍ତୁ। ଯଦିଓ ପୂରା କୋର୍ସ ସରିନାହିଁ, ତଥାପି ସରକାର ପରୀକ୍ଷା କରିବାକୁ ଚାହୁଁଛନ୍ତି। କିନ୍ତୁ ୩୦ ତାରିଖ ପରେ ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri