Posted inଖେଳ

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ନେଦରଲାଣ୍ଡ୍ସ ଦଳ ପହଞ୍ଚିଲା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତ ସହିତ ମ୍ୟାଚ୍‌ ଖେଳିବା ପାଇଁ ନେଦରଲାଣ୍ଡ୍ସ ଦଳ ବୁଧବାର ରାତିରେ ଏଠାରେ ପହଞ୍ଚିଛି। ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚଳିତମାସ ୧୮ ଓ ୧୯ ତାରିଖରେ ପ୍ରୋ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଭାରତ ସମ୍ପ୍ରତି ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୫ ନମ୍ବରରେ ଥିବାବେଳେ ୨୦୧୮ ହକି ବିଶ୍ୱକପ ରନର୍ସଅପ୍‌ ନେଦରଲାଣ୍ଡ୍ସ ୩ ନମ୍ବର ସ୍ଥାନରେ ରହିଛି। ତେଣୁ ମ୍ୟାଚ ତୀବ୍ର ସଂଘର୍ଷପୂର୍ଣ୍ଣ ହେବା ଆଶା ରହିଛି। ନେଦରଲାଣ୍ଡ୍ସ ଦଳ ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ଜବରଦସ୍ତ ଶତକ ପରେ ଲୁଚିଛପି ଟ୍ରେନ୍‌ରେ କୁଆଡ଼େ ପଳାଇଲେ ରୋହିତ ଶର୍ମା: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଲଣ୍ଡନ,୨୦।୭: ଯଦିଓ ରୋହିତ ଶର୍ମାଙ୍କ ଶତକ ତୃତୀୟ ଦିନିକିଆରେ ଟିମ ଇଣ୍ଡିଆ ପାଇଁ ବିଜୟ ସୁନିଶ୍ଚିତ କରିପାରି ନ ଥିଲା, କିନ୍ତୁ ଖେଳାଳି ତାଙ୍କର ଚମତ୍କାର ବ୍ୟାଟିଂ…

ରୋହିତ-ଗମ୍ଭୀରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା! ଭାଇରାଲ ହେଲା VIDEO

ଲଣ୍ଡନ,୨୦।୭: ଲର୍ଡସ ଦିନିକିଆରେ ଏକ ଚମତ୍କାର ଶତକ ହାସଲ କରି ରୋହିତ ଶର୍ମା ତାଙ୍କ ସମାଲୋଚକମାନଙ୍କୁ ଚୁପ କରାଇ ଦେଇଛନ୍ତି। ଏହି ମ୍ୟାଚ ପରେ ରୋହିତ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri