ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.)
ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ ସହ ପ୍ରତିବାଦ କରାଯାଇଥିଲା। ନଗର କାର୍ଯ୍ୟକର୍ତ୍ତା ଦେବେନ୍ଦ୍ର ଜାନି, ହରବଜନ ନାଏକ, ରୋହିତ ବାଗ, ଦେବାଶିଷ ବିହାରୀ, ହେମନ୍ତ ନାଏକ, ଉମେସ ନାଏକ, ପ୍ରିୟରଞ୍ଜନ ଠାକୁର, ସିଦ୍ଧାର୍ଥ ପଣ୍ଡା, ଅଭିମନ୍ୟୁ, ମହିମା ନାୟକ, ପ୍ରମିଳା ବାଗ, ଦେବକୀ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ କଲେଜରୁ ଶତାଧିକ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏବିଭିପି ଜିଲା ସଂଯୋଜକ ଅକ୍ଷୟ ଧଙ୍ଗଡାମାଝିଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ରାଜ୍ୟ ସଭା ନିର୍ବାଚନ: ଦିଲୀପ ରାୟଙ୍କୁ ଭାଜପାର ସମର୍ଥନ

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ବାଚନ ନେଇ ବିଜେଡି ଜଣେ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri