Posted inଜାତୀୟ

‘ଏବେ ଓଓ୍ବାଇସି ପଢ଼ିବେ ହନୁମାନ ଚାଳିଶା’

ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ ଚାଳିଶା ପାଠ କରିବେ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଟାକ୍ଷ କରିଛନ୍ତି। ଦିଲ୍ଲୀର ବଦରପୁର ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ରାମବୀର ସିଂ ବିହୁରିଙ୍କ ସମର୍ଥନରେ କିରାରିଠାରେ ପ୍ରଚାର କରି ଯୋଗୀ କହିଛନ୍ତି, ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାମମନ୍ଦିର ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ କେଜ୍‌ରିଓ୍ବାଲ ଏବଂ ବିରୋଧୀ ଦଳ ନେତାମାନେ ହଜମ କରିପାରୁ ନାହାନ୍ତି। କେଜ୍‌ରିଓ୍ବାଲ ଆଜିକାଲି ହନୁମାନ ଚାଳିଶା ପାଠ କରୁଛନ୍ତି। ଖୁବଶୀଘ୍ର ଓଓ୍ବାଇସି ବି ତାଙ୍କ ପଦାଙ୍କ ଅନୁସରଣ କରିବେ। ପ୍ରକାଶ ଯେ, କେଜ୍‌ରିଓ୍ବାଲ ସୋମବାର ଏକ ନ୍ୟୁଜ୍‌ ଚ୍ୟାନେଲରେ କହିଥିଲେ, ସେ ହିନ୍ଦୁ ବୋଲି ଭାଜପାଠାରୁ ପ୍ରମାଣପତ୍ର ଆବଶ୍ୟକ କରନ୍ତି ନାହିଁ। ଏହାସହ ସେ ମଞ୍ଚ ଉପରେ ହନୁମାନ ଚାଳିଶା ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri