Posted inଜାତୀୟ

ଏବେ କେମିତି ଅଛନ୍ତି ଲାଲକୃଷ୍ଣ ଆଡଭାନୀ: ଆସିଲା ସ୍ବାସ୍ଥ୍ୟ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ସେ ବର୍ତ୍ତମାନ ୟୁରୋଲୋଜିରେ ପୀଡିତ ଅଛନ୍ତି। ତାଙ୍କୁ ୟୁରୋଲୋଜି ପ୍ରଫେସର ଡା.ଆମ୍ଲେଶ ସେଥ୍‌ ଚିକିତ୍ସା କରୁଛନ୍ତି। ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ଏମ୍ସ କହିଛି। ତାଙ୍କୁ ନଜରରେ ରଖାଯାଇଛି।
ଚଳିତ ବର୍ଷ ଆଡଭାନୀଙ୍କୁ ଭାରତ ସରକାର ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିଥିଲେ। ସେ ଦେଶର ଉପମୁଖ୍ୟମନ୍ତ୍ରୀ ମଧ୍ୟ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି…

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri