ଏବେ ସୁଦ୍ଧା ୨୬୪ ଜୋନ୍‌ରେ ବିଜେଡି ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶନିବାର ଭୋଟ ଗଣତି ଜାରି ରହିଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ବିଜେଡି ସମସ୍ତଙ୍କୁ ପଛରେ ପକାଇ ଆଗରେ ଚାଲିଛି। ୩୧୫ ଜୋନରେ ଭୋଟ ଗଣତି ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମସ୍ତ ଆସନର ପ୍ରାରମ୍ଭିକ ଟ୍ରେଣ୍ଡ ଆସିଯାଇଛି । ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇଥିବା ଟ୍ରେଣ୍ଡ ଅନୁସାରେ ବିରୋଧୀଙ୍କୁ ପଛରେ ପକାଇ ଦେଇଛି ବିଜେଡି । ୨୬୪ ଜୋନ୍‌ରେ ବିଜେଡି ଆଗରେ ରହିଥିବା ବେଳେ ଭାଜପା ୨୯ଟି ଆସନରେ ଆଗରେ ରହିଛି। ସେହିପରି କଂଗ୍ରେସ ୧୬ଟି ଆସନରେ ଆଗୁଆ ରହିଥିବା ବେଳେ ୬ଟି ଆସନରେ ଅନ୍ୟାନ୍ୟ ଦଳ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri