ଭବାନୀପାଟଣା,୨୮।୬(ଡି.ଏନ୍.ଏ.) : କଳାହାଣ୍ଡି ଜିଲାର ନର୍ଲା ବ୍ଲକରେ ଏମଜିଏନଆରଇଜିଏସ୍ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ୧୨ ଜଣ ଶ୍ରମିକ ପିଡି ଡିଆର୍ଡିଏଙ୍କୁ ଲିଖିତ ଅଭିଯୋଗ କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଛନ୍ତିା ଟଙ୍କା ମଞ୍ଜୁର, ପଞ୍ଚାୟତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ଦାବିପତ୍ରରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ବ୍ଲକର ସେରଗଡ ପଞ୍ଚାୟତର ସିରିପାଲି ଗ୍ରାମର ୧୨ ଜଣ ଶ୍ରମିକ ଗତ ୨୦୧୮ ମାର୍ଚ୍ଚ ୨୮ ତାରିଖରେ ଏମଜିଏନଆରଇଜିଏସରେ ଉପରମୁଣ୍ଡାରେ ମାଟି କାମ କରିଥିଲେ । ତେବେ ଆଜି ପର୍ଯ୍ୟନ୍ତ ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ ସେମାନେ ଅନେକଥର ସେରଗଡ ପଞ୍ଚାୟତ ପିଇଓ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ଜିଆରଏସ୍ଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଟଙ୍କା ମିଳି ନ ଥିବା ଜଣାଇବା ପରେ ସେମାନେ ଶ୍ରମିକମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ଅଭିଯୋଗ ହୋଇଛି। ଦାବିପତ୍ର ପ୍ରଦାନ ସମୟରେ ସାହେବ ରଣା, ବ୍ରଜବନ୍ଧୁ ବାଗ, ଗଦନ ନାଗ ପ୍ରମୁଖ ଉପସ୍ଥିତ ଥିଲେ ।
ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ
ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…
ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍
ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…
ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ
ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…
ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ
ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ
କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…
ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଭିମ୍ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…
Archives

