ଏମାର ମଠ ପାଚେରି ଭୁଶୁଡ଼ିଲା

ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି ପଡ଼ିିଛି। ସିଂହଦ୍ୱାର ସମ୍ମୁଖ ଦୋଳମଣ୍ଡପ ସାହି ପ୍ରବେଶ ପଥରୁ ଅଳ୍ପ କିଛି ବାଟ ଆଗକୁ ଗଲେ ଡାହାଣ ପଟକୁ ମାଟିମଣ୍ଡପ ସାହିକୁ ଏକ ଗଳି ରାସ୍ତା ଯାଇଛି। ଗୁରୁବାର ରାତିରେ ଏହି ଗଳି ରାସ୍ତା ପାର୍ଶ୍ୱକୁ ମଠର ପାଚେରି ଭୁଶୁଡ଼ି ପଡ଼ିଥିଲା। ଏଥିଯୋଗୁ ରାସ୍ତାରେ ଇଟା ଗଦା ହୋଇରହିଛି। ପୂର୍ବରୁ ଏକାଧିକ ଥର ଏହି ମଠର ପାଚେରି ଭୁଶୁଡ଼ିଥିଲା। କିଛିଦିନ ତଳେ ପ୍ରଶାସନ ପକ୍ଷରୁ ମଠର ଖାଲି ଜାଗାରେ ପାର୍କିଂ ଲାଗି ଜାଗା ସମତୁଲ କରାଯିବାକୁ ନେଇ ଏହି ମଠ ଚର୍ଚ୍ଚାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…

କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri