Posted inଫୁରସତ

ଏମିତି ଏକ ଗାଁ, ଯେଉଁଠି ଅଧିବାସୀଙ୍କଠାରୁ ପଶୁପକ୍ଷୀ ସମସ୍ତେ ଅନ୍ଧ

ବିଶ୍ୱରେ ଅନେକ ରହସ୍ୟମୟ ସ୍ଥାନ ରହିଛି, ଯାହା ବିଷୟରେ ଶୁଣିଲେ ଆମକୁ ଆଶ୍ଚର୍ଯ୍ୟ ଲାଗିଥାଏ। ଠିକ୍‌ ସେହିପରି ମେକ୍ସିକୋରେ ଏମିତି ଏକ ଗାଁ ରହିଛି ଯେଉଁଠି ଲୋକଙ୍କଠାରୁ ଆରମ୍ଭ କରି ପଶୁପକ୍ଷୀ ପର୍ଯ୍ୟନ୍ତ ସମସ୍ତେ ଅନ୍ଧ। ଏହି ଗ୍ରାମର ନାମ ଟିଲ୍‌ଟେପେକ୍‌। ଏହାକୁ ଅନ୍ଧଙ୍କ ଗାଁ କହିଲେ କିଛି ଭୁଲ ହେବ ନାହିଁ। ଏହା ପଛରେ ଏକ ଭିନ୍ନ କାରଣ ମଧ୍ୟ ରହିଛି। ଏହି ଗାଁରେ ଯୋପୋଯେକ ଜନଜାତିର ଲୋକେ ବସବାସ କରନ୍ତି। ଏଠାରେ ଶିଶୁ ଜନ୍ମ ହେବା ସମୟରେ ସମ୍ପୂର୍ଣ୍ଣ ସୁସ୍ଥ ଥାଏ। ମାତ୍ର କିଛି ଦିନ ପରେ ତା’ର ଆଖିକୁ କିଛି ଦେଖାଯାଇ ନ ଥାଏ। ଗ୍ରାମରେ ଥିବା ଏକ ଅଭିଶପ୍ତ ଗଛ ଏହାର ମୁଖ୍ୟ କାରଣ। ଲାଭାଜୁଏଲା ନାମକ ଏହି ଗଛକୁ ଦେଖିବା ପରେ ମଣିଷଠାରୁ ଆରମ୍ଭକରି ପଶୁପକ୍ଷୀ ପର୍ଯ୍ୟନ୍ତ ସମସ୍ତେ ଅନ୍ଧ ହୋଇଯାନ୍ତି ବୋଲି ସେମାନଙ୍କର ବିଶ୍ୱାସ ରହିଛି। ମାତ୍ର ବୈଜ୍ଞାନିକ ମତରେ, ଏହି ଗାଁ ଲୋକଙ୍କ ଅନ୍ଧତ୍ୱ ପଛର କାରଣ ହେଉଛି ଏକ ବିଷାକ୍ତ ମାଛି। ଏହି ମାଛି କାମୁଡ଼ିବା ଦ୍ୱାରା ଲୋକେ ଅନ୍ଧ ହୋଇଯାନ୍ତି। ଟିଲ୍‌ଟେପେକ୍‌ ଗାଁରେ ୭୦ଟି ଝୁପୁଡ଼ି ଘରେ ପ୍ରାୟ ୩୦୦ ଲୋକ ବସବାସ କରନ୍ତି। ଏଠାରେ କୌଣସି ଘରେ କବାଟ ବା ଝରକା ମଧ୍ୟ ନାହିଁ। ତେବେ ଏଠାକାର ଅଳ୍ପ କେତେକ ଲୋକଙ୍କୁ ଦେଖାଯାଇଥାଏ। ଯାହା ଦ୍ୱାରା ଅନ୍ୟ ଲୋକମାନେ ଏଠାରେ ଚଳିପାରନ୍ତି ବୋଲି ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri