Posted inଫୁରସତ

ଏମିତି ଏକ ମନ୍ଦିର ଯେଉଁଠି ପ୍ରସାଦ ଭାବେ ମିଳେ ନୁଡୁଲ୍ସ

ଭାରତରେ ଅନେକ ମନ୍ଦିର ରହିଛି। ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପ୍ରସାଦ ଭୋଗ ଲାଗି ହୁଏ। ପଶ୍ଚିମବଙ୍ଗର ଟାଙ୍ଗ୍ରାରେ ଏକ କାଳୀମାତା ମନ୍ଦିର ରହିଛି, ଯେଉଁଠି ପ୍ରସାଦ ଭାବରେ ନୁଡୁଲ୍ସ ଭୋଗ ହୁଏ। ଏହା ଦେଶର ଏକମାତ୍ର ଚାଇନିଜ୍‌ କାଳୀ ମନ୍ଦିର ଭାବେ ମଧ୍ୟ ଜଣାଶୁଣା। ଏହି ମନ୍ଦିରକୁ ହିନ୍ଦୁଙ୍କ ସହ ବହୁ ସଂଖ୍ୟାରେ ଚାଇନିଜ୍‌ ଏବଂ ବୌଦ୍ଧ ଧର୍ମାବଲମ୍ବୀ ଆସିଥାନ୍ତି। ମାନ୍ୟତା ଅନୁସାରେ ୬୦ ବର୍ଷ ପୂର୍ବେ ଜଣେ ଭକ୍ତ ଦୁଇଟି କଳାପଥରରେ ସିନ୍ଦୂର ଲଗାଇ ଗଛ ତଳେ ରଖି ପୂଜାର୍ଚ୍ଚନା କରିଥିଲେ। ଏହାପରେ ଏଠାରେ କାଳୀଙ୍କ ମନ୍ଦିର ନିର୍ମାଣ କରାଯାଇଥିଲା। ଚାଇନିଜ୍‌ କାଳୀ ମନ୍ଦିର ଯେଉଁ ସ୍ଥାନରେ ଅବସ୍ଥିତ, ସେଠାକାର ଅଞ୍ଚଳ ଚାଇନିଜ୍‌ ଟାଉନ୍‌ ନାମରେ ମଧ୍ୟ ପରିଚିତି ହାସଲ କରିଛି। ଏହି ଅଞ୍ଚଳରେ ଅନେକ ଚାଇନା ଲୋକ ବାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ସୁରକ୍ଷିତ ଅଛି’, ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ ଦୁବଇରେ ଫସିଥିବା ସୋନାଲ ଚୌହାନ ଦେଲେ ବଡ଼ ଅପଡେଟ, କହିଲେ…

ଦୁବଇ,୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ମଧ୍ୟପ୍ରାଚ୍ୟ ବର୍ତ୍ତମାନ ଏକ ଉତ୍ତେଜନାପୂର୍ଣ୍ଣ ପରିବେଶ ଅନୁଭବ କରୁଛି। ଏହି ସମୟରେ, ଦୁବାଇରେ ଫସି…

ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା: ଶତାଧିକ ଶ୍ରଦ୍ଧାଳୁ ସାମିଲ

ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗ୍ରାମଦେବୀ ମା’ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶତାଧିକ…

ଖାମେନେଇଙ୍କ ମୃତ୍ୟୁ ପରେ ଇରାନର ବଡ଼ ନିଷ୍ପତ୍ତି, ଫିଫା ବିଶ୍ୱକପରୁ ଓହରି ଯିବା ନେଇ ଆସିଲା ବଡ଼ ସଙ୍କେତ

ତେହରାନ୍‌,୨।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବେ ଫିଫା ବିଶ୍ୱକପ୍‌ 2026 ଉପରେ ମଧ୍ୟ ପ୍ରଭାବ ପକାଇବା ପରି ମନେ ହେଉଛି। ସ୍ଥିତି…

ମ୍ୟାଚ୍‌ ବିଜୟୀ ଇନିଂସ ପରେ ପ୍ରଥମେ କାହାକୁ ଭିଡିଓ କଲ୍‌ କଲେ ସଞ୍ଜୁ ସାମସନ: ବଢୁଛି ଚର୍ଚ୍ଚା

କୋଲକାତା,୨।୩: ICC T20 ବିଶ୍ୱକପ 2026 ପୂର୍ବରୁ ଫର୍ମ ଖୋଜୁଥିବା ସଞ୍ଜୁ ସାମସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ ତାଙ୍କର ବ୍ୟାଟିଂ ଦକ୍ଷତା ପ୍ରଦର୍ଶନ…

ଏୟାର ଷ୍ଟ୍ରାଇକରେ ଇରାନର ପୂର୍ବତନ ରାଷ୍ଟ୍ରପତିଙ୍କ ମୃତ୍ୟୁ! ରିପୋର୍ଟରେ ବଡ଼ ଦାବି

ତେହରାନ,୨।୩: ଇରାନରେ ଇସ୍ରାଏଲର ବିମାନ ଆକ୍ରମଣ ଜାରି ରହିଛି। ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ଇରାନ ରାଷ୍ଟ୍ରପତି ମହମୁଦ ଅହମଦିନେଜାଦଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସୁଛି। ପୂର୍ବରୁ ଏହି…

୧୫ ମାଓବାଦୀଙ୍କ ଆତ୍ମସମର୍ପଣ : ୯ ମହିଳା, ୬ ପୁରୁଷ

ନୂଆପଡା/ବରଗଡ଼,୨।୩ (ମକାରୁ ବେମାଲ/ପ୍ରେମାନନ୍ଦ ଖମାରୀ): ଭାରତକୁ ମାଓବାଦୀମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଡେଡ୍‌ ଲାଇନ୍‌ ମାର୍ଚ୍ଚ ୩୧ ପାଖେଇ ଆସୁଥିବାବେଳେ ଛତିଶଗଡ଼ ପୋଲିସକୁ…

ଅସୁରକ୍ଷିତ ଛାତ୍ରାବାସ: ନୀରବଦ୍ରଷ୍ଟା ସାଜିଛି ପ୍ରଶାସନ

ଦାରିଙ୍ଗବାଡି, ୨/୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦନେକବାଡି ପଞ୍ଚାୟତ ବିରାଗାଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପୁରୁଣା କୋଠାରେ ଚାଲିଛି ଏକ ଛାତ୍ରାବାସ। ଏହାକୁ ବିଦ୍ୟାଳୟ…

ଜିତିବା ପରେ ହେଲମେଟ ଫିଙ୍ଗି ଦେଇଥିଲେ ସଞ୍ଜୁ ସାମସନ, ICC ଲଗାଇବ ଜରିମାନା! ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨।୩: କୋଲକାତାର ଇଡେନ ଗାର୍ଡେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨୦୨୬ ଟି-୨୦ ବିଶ୍ୱକପର ଅନ୍ତିମ ସୁପର ୮ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri