ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ କୁକର ହାତୀ ସାମ୍ନାକୁ ଯାଉଥିବା ବେଳେ ହାତୀ ତାହା ଶୁଣ୍ଢରେ ଗୋଡାଉଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Friends come in all size and shapes… pic.twitter.com/PaDOQzG6c4
— Susanta Nanda IFS (Retd) (@susantananda3) November 26, 2020

