ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ ଫ୍ଲୋରାଇଡ୍‌ଯୁକ୍ତ ପାଣି ପିଉଥିବାରୁ ଘରେ ଘରେ ଜଣେ ଭିନ୍ନକ୍ଷମ ରହିଛନ୍ତି। ହ୍ୟାଣ୍ଡପମ୍ପରୁ ପାଣି ନ ପିଇବା ପାଇଁ ସେଠାକାର ପ୍ରଶାସନ ହ୍ୟାଣ୍ଡ୍‌ପମ୍ପ୍‌ରେ ଲାଲ୍‌ଦାଗ ଦେଇ ସତର୍କ କରିଛନ୍ତି। ଗାଁଗୁଡିକରେ ୨୬,୭୦୦ ଲୋକ ରହୁଛନ୍ତି ଓ ସେମାନଙ୍କ ମଧ୍ୟରୁ ୧୨ ହଜାର ଲୋକଙ୍କ ପାଇଁ ଆର୍‌ଓ କମ୍ପାନୀର ପାଣି ଉପଲବ୍ଧ ହେଉଛି । ୨୦ ଲିଟର୍‌ର ଏକ କଣ୍ଟେନର ପାଇଁ କମ୍ପାନୀକୁ ୨୦ଟଙ୍କା ଦେବାକୁ ପଡୁଛି। କମ୍ପାନୀ ପ୍ରତିଦିନ ପାଣି ବିକି ୨ ଲକ୍ଷ ଟଙ୍କାରୁ ବେଶି ଆୟ କରୁଛନ୍ତି। ସବୁଠାରୁ ଅଧିକ ପ୍ରଭାବିତ ଗାଁ ପଚଗାଇ ଖେଡାର ୨୦ଟି ପରିବାର ଗାଁ ଛାଡି ବାହାରକୁ ଚାଲିଗଲେଣି । ଏମିତି ଅବସ୍ଥା ହୋଇଛି , ଖରାପ ପାଣି ଯୋଗୁ ଗାଁର ପୁଅ ଓ ଝିଅଙ୍କର ବାହାଘର କରିବା କଷ୍ଟକର ହୋଇପଡୁଛି। ଏହି ସବୁ ଗାଁର ଲୋକମାନେ ୫ଟି ପୁଷ୍କରିଣୀ ଉପରେ ନିର୍ଭର କରୁଥିଲେ ଓ ତାହା କାଳକ୍ରମେ ନାଳରେ ମିଶିଗଲା । କୂଅଗୁଡିକ ବି ଶୁଖିଗଲା । ପରେ ଭିନ୍ନକ୍ଷମମାନଙ୍କ ସଂଖ୍ୟା ବୃଦ୍ଧିପାଇବାରୁ ଲୋକମାନେ ଏହାକୁ ଅଭିଶାପ ବୋଲି ମାନି ବଞ୍ଚତ୍ଥିଲେ। କିନ୍ତୁ ଯେତେବେଳେ ପାଣିରେ ଥିବା ଫ୍ଲୋରାଇଡ ଯୋଗୁ ଲୋକମାନେ ଭିନ୍ନକ୍ଷମ ହେଉଛନ୍ତି ବୋଲି ଜଣାପଡିଲା ସେତେବେଳେ ସେମାନଙ୍କର ଏହି ଧାରଣା ଦୂର ହେଲା। ଏବେ ସବୁ ଗଁାକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇ ଏହି ସମସ୍ୟାର ସମାଧାନ କରାଯିବ ବୋଲି ଜିଲା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri