Posted inଫୁରସତ

ଏମିତି ଗାଁ, ଯେଉଁଠି ଲୋକେ ରୁହନ୍ତି ମାଟିତଳେ

ସାଧାରଣତଃ ଲୋକେ ଘର ତିଆରି କରିବା ପାଇଁ ଖୋଲା ଏବଂ ଆରାମଦାୟକ ସ୍ଥାନକୁ ପସନ୍ଦ କରିଥା’ନ୍ତି। ଯେଉଁଠି ବାୟୁ ଚଳାଚଳ ଭଲ ଭାବେ କରିପାରୁଥିବ। କିନ୍ତୁ ଏମିତିି ଏକ ଗାଁ ରହିଛି, ଯାହାର ସମସ୍ତ ଘର ଅଣ୍ଡରଗ୍ରାଉଣ୍ଡରେ ଅର୍ଥାତ ମାଟିତଳେ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏପରି ଏକ ଗାଁ ହେଉଛି, ଦକ୍ଷିଣ ଅଷ୍ଟ୍ରେଲିଆର ‘କୁବର ପେଡି’। ଏହି ଗାଁର ସମସ୍ତ ଘର ମାଟିତଳେ ରହିଛି।

ଆପଣ ଭାବୁଥିବେ ମାଟିତଳେ କୌଣସି ସୁବିଧା ଉପଲବ୍ଧ ନ ଥିବ। କିନ୍ତୁ ଏମିତି ନୁହେଁ, ବାହାରକୁ ସାଧାରଣ ଲାଗୁଥିଲେ ମଧ୍ୟ ଭିତରେ ଯେଉଁ ଘରଗୁଡ଼ିକ ରହିଛି ତାହା କୌଣସି ହୋଟେଲଠାରୁ ବି କମ୍‌ ନୁହେଁ। ମାଟି ତଳେ ପ୍ରାୟ ୧୫୦୦ ଘର ରହିଛି। ଏଠାରେ ସମସ୍ତ ସୁବିଧା ରହିଛି। ଏପରିକି ଇଲେକ୍ଟ୍ରିଠାରୁ ଆରମ୍ଭ କରି ଦୋକାନ ବଜାର ମଧ୍ୟ ଅଛି। ଏକ ରିପୋର୍ଟ ଅନୁଯାୟୀ, କୁବର ପେଡ଼ିରେ ଖଣି କାର୍ଯ୍ୟ ୧୯୧୫ରେ ଆରମ୍ଭ ହୋଇଥିଲା।

କହିରଖୁଛୁ, ଏହା ଏକ ମରୁଭୂମି ଅଞ୍ଚଳ। ଏଠାରେ ଗ୍ରୀଷ୍ମଋତୁରେ ଅତ୍ୟଧିକ ଗରମ ଏବଂ ଶୀତ ଋତୁରେ ପ୍ରବଳ ଶୀତ ଅନୁଭୂତ ହୋଇଥାଏ। ଏଥିପାଇଁ ଏଠାକାର ଲୋକଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା॥ ସେହିଦିନଠାରୁ ଲୋକେ ଖଣି ଖନନ ହୋଇଥିବା ଖାଲି ସ୍ଥାନରେ ରହିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri