Posted inଫୁରସତ

ଏମିତି ଗାର୍ଡେନ୍‌, ଯାହାକୁ ପୋଷାକ ଭାବେ ପିନ୍ଧି ହେବ

କାଲିଫର୍ନିଆ: ସାଧାରଣତଃ କପଡ଼ାରେ ପୋଷାକ ତିଆରି ହୋଇଥାଏ। ମାତ୍ର ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଏବଂ ଡିଜାଇନର ଏମିତି ଏକ ଗାର୍ଡେନ ତିଆରି କରିଛନ୍ତି, ଯାହାକୁୁ ପୋଷାକ ଭାବେ ପିନ୍ଧି ହେବ। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହି ପୋଷାକକୁ ଦେଖିଲେ ବୁଝି ହେବ। ଡିଜାଇନର୍‌ ଅରୁସିଆକ୍‌ ଗେବ୍ରିୟଲନ୍‌ ପନିପରିବା ଥିବା ପୋଷାକ ତିଆରି କରିଛନ୍ତି। ସେ କୁହନ୍ତି, ଏହି ପୋଷାକ ତିଆରି କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ହାତପାହାନ୍ତାରେ ପନିପରିବା ପାଇ ପାରିବା ସହ ମନ ମୁତାବକ ଖାଦ୍ୟ ପ୍ରସ୍ତୁତ କରିପାରିବେ।

ଏହି ଗାର୍ଡେନ୍‌ରେ ୨୨ ପ୍ରକାର ପନିପରିବା ଚାରା ଲଗାଯାଇଛି। ଏଥିରେ କୋବି, ଗାଜର, ଲିଚୁ, ବାଦାମ ଆଦି ଚାରା ରୋପଣ କରାଯାଇଛି। ଏହାର ବିଶେଷତ୍ୱ ହେଲା ଗଛଗୁଡ଼ିକ ଉଠିଲେ ପୋଷାକ ସବୁଜ ରଙ୍ଗରେ ଆକର୍ଷଣୀୟ ଦିଶିବ। ଗେବ୍ରିୟଲନ୍‌ଙ୍କ ଏହି ପ୍ରୋଜେକ୍ଟ ଫ୍ରାନ୍ସର ବଟାନିଷ୍ଟ ପୈଟ୍ରିକ୍‌ ବ୍ଲାଙ୍କ୍‌ର ଭର୍ଟିକାଲ ଗାର୍ଡେନରୁ ପ୍ରେରଣା ପାଇଥିଲା। ସେ ପୋଷାକର ସ୍ତର ଏପରି ତିଆରି କରିଛନ୍ତି, ଯେମିତି ଏଥିରେ ମଞ୍ଜିଟି ବେଶ୍‌ ଭଲ ଭାବେ ବଢ଼ିପାରିବ। ରିସାଇକ୍ଲିଂ ପରିସ୍ରାରୁ ପୋଷାକରେ ଏପରି ଗଛ ଉଠିବା ସମ୍ଭବ ହୋଇପାରିଛି ବୋଲି ଗେବ୍ରିୟଲନ୍‌ କୁହନ୍ତି। ସେ କହିଛନ୍ତି, ପୋଷାକଟିକୁ ବର୍ତ୍ତମାନ ପିନ୍ଧିହେବ, ମାତ୍ର ଏଥିରେ ଫଳ ଫଳିଲେ ପିନ୍ଧିବା କଷ୍ଟକର ହୋଇପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri