Posted inଫୁରସତ

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୁଇଜରଲ୍ୟାଣ୍ଡ୍‌: ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି  ଚାହାନ୍ତି ନାହିଁ। ଏହା ପଛରେ ଥିବା କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି  ଦେଶରେ ୧୨ସଂଖ୍ୟାକୁ ଅଶୁଭ ବୋଲି କୁହାଯାଏ। ସେଥିପାଇଁ ଲୋକେ ପ୍ରତି କଥାରେ କୁହନ୍ତି, ଅବସ୍ଥା ୧୨ ବାଜିଗଲାଣି ଅର୍ଥାତ୍‌ ଖରାପ ହୋଇଗଲାଣି।


ଏପରି ଅଜବ ଘଡ଼ି ରହିଛି, ସୁଇଜରଲ୍ୟାଣ୍ଡ୍‌ର ସୋଲର୍ଥନ ସହରରେ।  ଏହି ସହରର ମୁଖ୍ୟଛକରେ ଏକ ଘଡ଼ି ଲାଗିଛି। ଏହି ଘଡ଼ିରେ କେବଳ ୧୧ ସଂଖ୍ୟା ରହିଛି। ସହରର ଲୋକମାନେ ୧୨କୁ ଅଶୁଭ ମାନୁଥିବାବେଳେ ୧୧ସଂଖ୍ୟାକୁ ବେଶୀ ମାନିଥାନ୍ତି।

ଏହା ବ୍ୟତୀତ ସଂଗ୍ରାହାଳୟ, ଐତିହାସିକ ସ୍ଥାନ ଏବଂ ଟାଓ୍ବାରରେ ମଧ୍ୟ ୧୧ ସଂଖ୍ୟା ବିଶିଷ୍ଟ ଘଣ୍ଟା ରହିଛି। ସହରରେ ଥିବା ଏକ ଚର୍ଚ୍ଚର ଘଡ଼ିରେ ୧୨ ଅଙ୍କ ନାହିଁ। ଏହି ଚର୍ଚ୍ଚରେ ୧୧ ଦ୍ୱାର, ୧୧ ଘଣ୍ଟି, ୧୧ଟି ଶିଡ଼ି ରହିଛି। ଏଠାକାର ଲୋକେ ୧୧କୁ ଏତେ ମାନିଥା’ନ୍ତି ଯେ, ଯାହାର ଜନ୍ମଦିନ ଯେଉଁ ତାରିଖରେ ହୋଇ ଥାଉ ନା କାହିଁକି କେବଳ ୧୧ ତାରିଖରେ ହିଁ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri