Posted inଫୁରସତ

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ ରହିଛି। ଏପରି ଦେଶ ହେଉଛି ଉତ୍ତରକୋରିଆ। ଏଠାରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ଏହି ଦେଶରେ ଆଜି ମଧ୍ୟ ଗଣତନ୍ତ୍ର ନାହିଁ। ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ତାଙ୍କ ଦେଶର ନାଗରିକଙ୍କ ପାଇଁ ସମସ୍ତ ନିୟମ ସ୍ଥିର କରିଥାନ୍ତି। ଯଦି ଜଣେ ନାଗରିକ କୌଣସି ଅପରାଧରେ ସମ୍ପୃକ୍ତ ଥିବା ଜଣାପଡ଼ନ୍ତି ବା ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେ ଦଣ୍ଡିତ ହେବା ସହିତ ତାଙ୍କର ଭବିଷ୍ୟତ ତିନି ପିଢ଼ିକୁ ମଧ୍ୟ ଏହି ଦଣ୍ଡର ସମ୍ମୁଖୀନ ହେବାକୁ ପଡ଼ିଥାଏ।

କିମ୍‌ ଜୋଙ୍ଗ୍‌ ତାଙ୍କ ଦେଶବାସୀଙ୍କ ଉପରେ ଏକଛତ୍ରବାଦୀ ଶାସନ ଚଳାନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ ଆଇନ୍‌ ପ୍ରଜୁଯ୍ୟ ଅଟେ। ଏପରିକି ଜିନ୍ସ ପିନ୍ଧିବା, କେଶ କାଟିବାରେ ମଧ୍ୟ କଟକଣା ରହିଛି। ଉତ୍ତର କୋରିଆରେ ଉଭୟ ମହିଳା ଓ ପୁରୁଷଙ୍କୁ ଜିନ୍ସ ପିନ୍ଧିବାକୁ ବାରଣ କରାଯାଇଛି। ଯଦି କେହି ଏହି ନିୟମ ପାଳନ କରେ ନାହିଁ ତେବେ ତାଙ୍କୁ କଠୋର ଦଣ୍ଡରେ ଦଣ୍ଡିତ ହେବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ନାତିକୁ ୨୪୦ କୋଟିରୁ ଅଧିକ ଟଙ୍କାର ଉପହାର ଦେଲେ ଇନଫୋସିସ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୧୮।୩: ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର...

ଆଖିବୁଜିଲା ୧୨୫ ବର୍ଷୀୟ କଇଁଛ ‘ଚାଣକ୍ୟ’

ହାଇଦ୍ରାବାଦ,୧୮ା୩: କନ୍ଦମୂଳ ଖାଇବାକୁ ଭଲ ପାଉଥିବା ଗାଲାପାଗୋସ ପ୍ରଜାତିର ବିଶାଳ କଇଁଛ ଚାଣକ୍ୟ ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନରେ ୧୨୫ ବର୍ଷ ବୟସରେ ରବିବାର ମୃତ୍ୟୁବରଣ...

ପଖାଳ କଥା

ଓଡ଼ିଆଙ୍କର ପ୍ରିୟ ପଖାଳ। କେବେ ଦିନେ ଗାଁର ଖାଦ୍ୟ ବୋଲି କୁହାଯାଥିବା ଏହି ପଖାଳ ଏବେ ସହରୀ ଲୋକଙ୍କର ବି ମନ କିଣି ନେଇଛି। ଆମ...

ଯଦି ସୂର୍ଯ୍ୟ ପଶ୍ଚିମରେ ଉଦୟ ହୁଅନ୍ତି, ତେବେ କ’ଣ ସବୁ ଘଟିବ ପୃଥିବୀରେ ଜାଣନ୍ତୁ…

ସମସ୍ତେ ଜାଣିଛନ୍ତି ଯେ, ସୂର୍ଯ୍ୟ ପୂର୍ବରେ ଉଦୟ ହୋଇ ପଶ୍ଚିମରେ ଅସ୍ତ ଯାନ୍ତି। ଏହି କାରଣରୁ ପାଣିପାଗରେ ପରିବର୍ତ୍ତନ ଘଟେ। ଋତୁଚକ୍ର ବଦଳିଥାଏ। ଯେଉଁ ଋତୁରେ...

Video: ପରୀକ୍ଷା ଶେଷ ହେବା ପରେ ଖୁସିରେ ନାଚିଲା କୁନି ଝିଅ, ଭିଡିଓ ଦେଖିଲେ ମନେ ପଡ଼ିଯିବ ପିଲାଦିନ…

ଛାତ୍ର ଜୀବନରେ ପରୀକ୍ଷା ଶେଷ ହେବାର ଖୁସି ଅଧିକ ଥାଏ। କାରଣ ଏହା ପରେ କିଛିଦିନ ଛୁଟି ମିଳିଯାଏ। ଏବେ ସୋସିଆଲ ମିଡିଆରେ ଏଭଳି ଏକ...

୫୦ ବର୍ଷ ହେଲାଣି କେବଳ ପାଣି ପିଇ ବଞ୍ଚିଛନ୍ତି ଏହି ମହିଳା

ଶରୀରକୁ ସୁସ୍ଥ ରଖିବା ଲାଗି ପ୍ରତିଦିନ ପୁଷ୍ଟିକର ଖାଦ୍ୟ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। ଯଦ୍ୱାରା ଶରୀରକୁ ଉର୍ଜା ମିଳିବା ସହ ଶରୀର ସୁସ୍ଥ ରହେ।...

କପାଳରେ କ୍ୟୁଆର କୋଡ୍‌ ଟାଟୁ କଲେ ଯୁବକ, କାରଣ ଜାଣିଲେ ହେବେ ଚକିତ…

ଆଜିକାଲି ସୋସିଆଲ ମିଡିଆରେ ଏଭଳି ଅନେକ ଅଜବ ଭିଡିଓ ଦେଖିବାକୁ ମିଳୁଛି ଯାହାକୁ ସହଜରେ ବିଶ୍ୱାସ କରିହୁଏ ନାହିଁ। ଏଇ ଯେମିତି ଏବେ ଏକ ଭିଡିଓରେ...

କାହିଁକି ଡିଏଁ ଆଖି? କ’ଣ ରହିଛି କାରଣ

ଆଖି ଡେଇଁବାକୁ ନେଇ ଆମ ସମାଜରେ ଅନେକ କିଛି କଥା ଜଡିତ ଅଛି। କିଏ ଏହାକୁ ଶୁଭ ଅଶୁଭ ସହ ଯୋଡେ ତ କିଏ ଅମଙ୍ଗଳ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri