Posted inଫୁରସତ

ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ

ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ସାଉଦି ଆରବ। ଏଠାରେ ନଦୀ କିମ୍ବା ଝରଣା ନ ଥିବାରୁ ଲୋକେ ପାଣି ପାଇଁ ହାହାକାର ହୁଅନ୍ତି। ଏଠାରେ ବହୁ କମ୍‌ ପାଣି ମିଳେ। ତାହା ପୁଣି ଉଚ୍ଚ ଦରରେ।

ପାଣି ଅଭାବ ଅନୁଭବ ନ କରିବା ପାଇଁ ଏହି ଦେଶର ଲୋକେ ଅଣ୍ଡରଗ୍ରାଉଣ୍ଡ୍‌ରୁ ଜଳ ସଂଗ୍ରହ କରିଥାନ୍ତି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୭୦ରେ ସରକାର ଜଳ ବିଶୋଧନାଗାର କାର୍ଯ୍ୟ ଆରମ୍ଭ କରିଥିଲେ। ଏଠାରେ ୧ ହଜାରରୁ ଊର୍ଦ୍ଧ୍ୱ ଜଳ ବିଶୋଧନାଗାର ନିର୍ମାଣ କରାଯାଇଛି। ଏହି ଜଳକୁ ବ୍ୟବସାୟ ଏବଂ କୃଷିରେ ବିନିଯୋଗ କରାଯାଉଛି।

ନଦୀ କିମ୍ବା ଝରଣା ସିନା ନାହିଁ। ମାତ୍ର ସମୁଦ୍ର ରହିଛି। ସମୁଦ୍ର ପାଣିକୁ ସଂରକ୍ଷଣ କରି ରଖାଯାଉଛି। ଲବଣାକ୍ତ ଅଂଶକୁ କମାଇବା ପାଇଁ ପାଣି ଫିଲଟରିଂ କରାଯାଉଛି। ସାଧାରଣ ସ୍ଥାନରେ ଶୁଦ୍ଧ ପାଣି ପାଇଁ ୨୦୦ ଡଲାର ଖର୍ଚ୍ଚ ହେଉଥିବା ବେଳେ ଏଠାରେ ୧୦୦୦ ଡଲାର ପ୍ରତି ଏକର ଫୁଟକୁ ଦେବାକୁ ପଡ଼ିଥାଏ। ଏଠାରେ କେମିତି ପାଣି ପାଇଁ ଖର୍ଚ୍ଚ କମ୍‌ ହେବ ସେନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?