Posted inଫୁରସତ

ଏମିତି ଦେଶ ଯେଉଁଠି ସମସ୍ତଙ୍କୁ ଜଣା ଅସ୍ତ୍ରଶସ୍ତ୍ର ଚାଳନା

ଇସ୍ରାଏଲ ବିଶ୍ୱ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଭାବେ ପରିଚିତ। ବିଶ୍ୱ ରାଜନୀତି ଓ ଇତିହାସ ଦୃଷ୍ଟିରୁ ଏହାର ରହିଛି ବିଶେଷତା। ଏଠି ମହିଳାଠାରୁ ପୁରୁଷ ସମସ୍ତେ ଅସ୍ତ୍ରଶସ୍ତ୍ର ଚାଳନା ଶିକ୍ଷା ନେବା ବାଧ୍ୟତାମୂଳକ। ଏଠାରେ ୧୫ ବର୍ଷରୁ ପିଲାଙ୍କୁ ସେନା ପ୍ରଶିକ୍ଷଣ ଦିଆଯାଇଥାଏ। ଏଠାରେ ହାଇସ୍କୁଲ ପଢା ପରେ ପରେ ଝିଅମାନଙ୍କୁ ୩ ବର୍ଷ ଓ ପୁଅମାନଙ୍କୁ ୨ ବର୍ଷ ସେନା ପ୍ରଶିକ୍ଷଣ ଦିଆଯିବା ବାଧ୍ୟତାମୂଳକ। ସେଥିପାଇଁ ଏଠାରେ ସମସ୍ତଙ୍କୁ ଅସ୍ତ୍ରଶସ୍ତ୍ର ଚାଳନା ଜଣା ଅଛି। ଏପରିକି ମହିଳାମାନେ ସାଙ୍ଗରେ ଅସ୍ତ୍ରଶସ୍ତ୍ର ଧରି ମଧ୍ୟ ବୁଲିଥାଆନ୍ତି। ବିଶ୍ୱର ଏକମାତ୍ର ଜେହାଦି ଦେଶ ଭାବେ ଏହା ପରିଚିତ। ଏବେ ଏହାର ଜନସଂଖ୍ୟା ପାଖାପାଖି ୮୫ ଲକ୍ଷ। ହେଲେ ଏଠାରେ କେବଳ ସେନାଙ୍କ ସଂଖ୍ୟା ୩୦ ଲକ୍ଷ। ଏଥିରେ ୧୫ ଲକ୍ଷ ମହିଳା ସେନା ଥିବା ବେଳେ ପ୍ରାୟ ସମାନ ପରିମାଣର ପୁରୁଷ ସେନା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri