ଏମିତି ରେଳଷ୍ଟେଶନ, ଯାହାର ପରିଚାଳନା ଦାୟିତ୍ୱ ନିର୍ବାହ କରିଥାନ୍ତି ଛୋଟ ପିଲା

ଯେକୌଣସି ଦେଶରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଏଥିମଧ୍ୟରୁ ରେଳପଥ ଅନ୍ୟତମ। ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ନିହାତି ଜରୁରୀ। ବିଶେଷକରି ଏହାକୁ ନିୟନ୍ତ୍ରଣ କରିବା ମଧ୍ୟ ସହଜ କଥା ନୁହେଁ। କିନ୍ତୁ ବିଶ୍ୱରେ ଏମିତି ଏକ ଦେଶ ରହିଛି,ଯେଉଁଠି ରେଳଷ୍ଟେଶନକୁ ନିୟନ୍ତ୍ରଣ କରିଥାନ୍ତି ଛୋଟ ପିଲା।


କ’ଣ କରିଥାନ୍ତି ପିଲାମାନେ…
ୟୁରୋପ ଦେଶର ହଙ୍ଗେରୀର ରାଜଧାନୀ  ବୁଦାପେଷ୍ଟ ନିକଟରେ ସବୁଜ ବନାନୀ ଘେରା ପାହାଡ଼ିଆ ଜଙ୍ଗଲରେ ଏକ ରେଳଷ୍ଟେଶନ ରହିଛି। ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା, ଏହି ରେଳଷ୍ଟେଶନର ପରିଚାଳନା ଦାୟିତ୍ୱ ଛୋଟଛୋଟ ପିଲାମାନଙ୍କ ଉପରେ ନ୍ୟସ୍ତ କରାଯାଇଛି। ଯେପରିକି ଟିକେଟ୍‌ କାଉଣ୍ଟର, ଡିଜେଲ ଇଞ୍ଜିନ୍‌, ସିଗ୍‌ନାଲ ଗାର୍ଡ ଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟ ପିଲାମାନେ ହିଁ କରିଥା’ନ୍ତି। ଗତବର୍ଷ ଏହି ରେଳଷ୍ଟେଶନ ୭୦ତମ ବାର୍ଷିକୋତ୍ସବ ପାଳନ କରିଛି।

ଏହି କାର୍ଯ୍ୟକ୍ରମ ୟଙ୍ଗ୍‌ଷ୍ଟାର ଅଫ୍‌ ଗିଏର୍ମିକ୍ୱାସ୍‌ ରେଳଷ୍ଟେନରେ ଅନୁଷ୍ଠିତ ହୋଇଥିଲା। ଷ୍ଟେଶନ ପରିଚାଳନା କାର୍ଯ୍ୟରେ ନିୟୋଜିତ ସମସ୍ତ ପିଲା ଲାଲ୍‌, ନୀଳ ଏବଂ ଧଳା ରଙ୍ଗର ପୋଷାକ ପିନ୍ଧି ଏକ ଭିନ୍ନ ନଜରରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ଏଠାକାର ସମସ୍ତ ରେଳଷ୍ଟେଶନରେ ପିଲାମାନେ କୁଶଳତା ପୂର୍ବକ ଟିକେଟ୍‌ ବିକୁଥିବା ଦେଖିବାକୁ ମିଳିଥିଲା। ପିଲାମାନେ ରେଳ ଯାଞ୍ଚ କରିଥାନ୍ତି। ଷ୍ଟେଶନରୁ ରେଳ ବାହାରିବା ସମୟରେ ସାଲ୍ୟୁଟ୍‌ ମଧ୍ୟ କରିଥାନ୍ତି। ଏମିତି କରିବାରେ ପିଲାମାନେ ବହୁ ଆନନ୍ଦ ପାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri