Posted inଜାତୀୟ

ଏମ୍‌ଆର୍‌ଆଇ ମେଶିନରେ ରୋଗୀଙ୍କୁ ରଖି ଭୁଲିଗଲେ ଟେକ୍ନିସିଆନ୍‌

ପଞ୍ଚକୁଲା,୨୩।୯: ହରିୟାଣାର ପଞ୍ଚକୁଲାରେ ଜଣେ ବରିଷ୍ଠ ନାଗରିକଙ୍କୁ ଏମ୍‌ଆର୍‌ଆଇ ମେଶିନରେ ରଖି ଟେକ୍ନିସିଆନ ଭୁଲିଯିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଘଟିଛି ସେକ୍ଟର ୬ରେ ଥିବା ଏକ ଘରୋଇ ହସ୍ପିଟାଲରେ। ସେଠାରେ ୬୧ ବର୍ଷୀୟ ରାମମେହେର ଏମ୍‌ଆର୍‌ଆଇ ପାଇଁ ଯାଇଥିବା ବେଳେ ଟେକ୍ନିସିଆନ୍‌ ତାଙ୍କୁ ମେଶିନରେ ଶୁଆଇ ଦେଇଥିଲେ। ଏହାପରେ କୌଣସି କାରଣ ବଶତଃ ରୋଗୀ ମେଶିନରେ ରହିବା ଭୁଲି ଯାଇଥିଲେ ଟେକ୍ନିସିଆନ୍‌। ତେବେ ମେଶିନ୍‌ ମଧ୍ୟରେ ରହି ରାମମେହେର ଅଣନିଃଶ୍ୱାସି ହୋଇଯିବା ପରେ ବାହାରକୁ ବାହାରିବାକୁ ଚେଷ୍ଟା କରିଥିଲେ। ହେଲେ ବେଲ୍ଟ ବନ୍ଧା ଯାଇଥିବାରୁ ସେ ସେଠାରୁ ବାହାରିବା କଷ୍ଟ ହୋଇଥିଲା। ଶେଷରେ ସେ ବେଲ୍ଟକୁ ଛିଡାଇ ଦେଇ ବାହାରକୁ ବାହାରି ଆସିଥିବା ଜଣାପଡିଛି। ଏହାକୁ ନେଇ ରାମମେହେର ପୋଲିସରେ ଅଭିଯୋଗ କରିବା ସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିକଟରେ ମଧ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri