ଏମ୍‌କେସିଜି କରୋନା ୱାର୍ଡରେ ୫ ସନ୍ଦିଗ୍ଧ ଚିକିତ୍ସାଧୀନ

ବ୍ରହ୍ମପୁର ଅଫିସ,୫।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି(ଏମ୍‌କେସିଜି ) ମେଡିକାଲର କରୋନା ୱାର୍ଡରେ ଏବେ ୫ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ ପଠାଯାଇଛି। ମଙ୍ଗଳବାର ରାତିସୁଦ୍ଧା ସେମାନଙ୍କ ସ୍ବାବ ରିପୋର୍ଟ ଆସିଯିବ ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ସୁରାଟ, କେରଳ, ଚେନାଇ ଓ ବାଙ୍ଗାଲୋରରୁ ହଜାର ହଜାର ପ୍ରବାସୀ ଓଡ଼ିଆ ଏବେ ନିଜ ନିଜର ଘରକୁ ଫେରୁଛନ୍ତି । ସେମାନଙ୍କୁ ଏବେ ଜିଲାର ବିଭିନ୍ନ ସଂଘରୋଧ କକ୍ଷରେ ପ୍ରଶାସନ ତରଫରୁ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri