ଏମ୍‌ଜିଏନ୍‌ଆରଇଜିଏସ୍‌ର ସାମାଜିକ ସମୀକ୍ଷା

ପଲମ,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପଲମ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ବୁଧବାର ସ୍ଥାନୀୟ ସରପଞ୍ଚ ସାବେତ୍ରୀ ମାଝିଙ୍କ ସଭାପତିତ୍ୱରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ପିଇଓ ଟିକେରାମ ଛତ୍ରିଆ ଯୋଗଦାନଦେଇ ଇନ୍ଦିରା ଆବାସ, ବାର୍ଦ୍ଧକ୍ୟ ଭତ୍ତା ଇତ୍ୟାଦି ଉନ୍ନତିମୂଳକ କାର୍ଯ୍ୟକ୍ରମ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ। ପଞ୍ଚାୟତର ଉନ୍ନତି ସାଧନ ପାଇଁ ଜିଆରଏସ ଯଶପାଲ ନାଗ ମଧ୍ୟ ପ୍ରତ୍ୟେକ ଉନ୍ନତିମୂଳକ କାର୍ଯ୍ୟକ୍ରମ ସ୍ବଚ୍ଛତା ଭାବେ କରାଯିବା ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମିତି ସଭ୍ୟ, ନାଏବ ସରପଞ୍ଚ, ୱାର୍ଡମେମ୍ବର ତଥା ବିଶିଷ୍ଟ ବ୍ୟକ୍ତିମାନେ ବହୁ ସଂଖ୍ୟାରେ ଯୋଗଦାନ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri