Posted inଜାତୀୟ

ଏମ୍‌ପି ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ ସିଂ ଏବଂ ତାଙ୍କ ପରେ ଅମିତ ଶାହ ଏମ୍‌ପି ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri