ଏଲିଟ୍‌ କ୍ଲବ୍‌ରେ ଶାହିଦ୍‌ କପୁର

ମୁମ୍ବାଇ: ଆମିର, ସଲମାନ୍‌ ଓ ଶାହରୁଖଙ୍କ ଭଳି ଶାହିଦ୍‌ କପୁର ଏବେ ଏଲିଟ୍‌ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ବିଶେଷକରି ‘କବିର ସିଂ’ ଫିଲ୍ମର ସଫଳତା ତାଙ୍କୁ ଏଭଳି ସ୍ଥିତିକୁ ଆଣିପାରିଛି। ବକ୍ସ ଅଫିସ୍‌ରେ ଏହି ଫିଲ୍ମ ମାତ୍ର ୧୬ ଦିନରେ ଶ୍ରେଷ୍ଠ ୧୫ ବ୍ୟବସାୟିକ ସଫଳତା (୨୨୬.୧୧ କୋଟି ଟଙ୍କା) ପ୍ରଦାନ କରିବା ପରେ ଶାହିଦ୍‌ଙ୍କୁ ଏହି କ୍ଲବରେ ସାମିଲ କରାଯାଇଛି। ଏହା ପୂର୍ବରୁ ସଲମାନ୍‌ଙ୍କ ‘ଟାଇଗର ଜିନ୍ଦା ହୈ’, ‘ବଜରଙ୍ଗୀ ଭାଇଜାନ୍‌’, ‘ସୁଲତାନ୍‌’ ଓ ‘କିକ୍‌’, ଆମିିର ଖାନ୍‌ଙ୍କ ‘ଦଙ୍ଗଲ୍‌’, ‘ପିକେ’, ‘ଧୁମ୍‌-୩’ ଏବଂ ଶାହରୁଖ୍‌ ଖାନ୍‌ଙ୍କ ‘ଚେନ୍ନାଇ ଏକ୍ସପ୍ରେସ’ ଭଲ ବ୍ୟବସାୟିକ ସଫଳତା ଆଣିଦେଇଥିଲା। ‘କବିର ସିଂ’ ଭଲ ବ୍ୟବସାୟ କରୁଥିଲାବେଳେ ଏହା ଶ୍ରେଷ୍ଠ ୧୦ ବ୍ୟାବସାୟିକ ସଫଳତା ପାଇବ ବୋଲି ଆଶା କରାଯାଉଛି। ପ୍ରକାଶଥାଉ କି, ବଲିଉଡ୍‌ରେ ସବୁଠାରୁ ଅଧିକ ବ୍ୟବସାୟିକ ସଫଳତା ହାସଲ କରିଥିବା ଫିଲ୍ମ ମଧ୍ୟରେ ରହିଛି ‘ବାହୁବଲୀ-୨’(୫୧୧ କୋଟି), ‘ଦଙ୍ଗଲ୍‌’(୩୮୭.୩୮ କୋଟି), ‘ସଞ୍ଜୁ’(୩୪୨.୫୩ କୋଟି), ‘ପିକେ’(୩୪୦.୮୦ କୋଟି), ‘ଟାଇଗର ଜିନ୍ଦା ହୈ’(୩୩୯.୨୫ କୋଟି), ‘ ବଜରଙ୍ଗି ଭାଇଜାନ୍‌’(୩୨୧ କୋଟି), ‘ପଦ୍ମାବତ୍‌’(୩୦୨.୧୫ କୋଟି), ସୁଲତାନ୍‌’(୩୦୧.୫୦ କୋଟି), ‘ଧୂମ୍‌-୩’(୨୮୪ କୋଟି), ‘କ୍ରିଶ୍‌-୩’(୨୪୪.୯୨କୋଟି), ‘ଉରି- ଦ ସର୍ଜିକାଲ୍‌ ଷ୍ଟ୍ରାଇକ୍‌’(୨୪୪.୨୦ କୋଟି), ‘ସିମ୍ବା’(୨୪୦.୩୧କୋଟି), ‘କିକ୍‌’(୨୩୧ କୋଟି), ‘ଚେନ୍ନାଇ ଏକ୍ସପ୍ରେସ୍‌’(୨୨୭ କୋଟି) ଓ ‘କବିର ସିଂ’(୨୨୬.୧୧ କୋଟି)।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?