ଏସବୁ ଜିନିଷ ସହ ମିଶାଇ ଖାଆନ୍ତୁ ନାହିଁ ମହୁ…

ମହୁ ସ୍ବାସ୍ଥ୍ୟ ପାଇଁ  ଉପକାରୀ ହୋଇଥିବା ବେଳେ ଥଣ୍ଡା ଲାଗି ବରଦାନ ସଦୃଶ ହୋଇଥାଏ। ଥଣ୍ଡା ଜ୍ୱର ସମୟରେ ତୁଳସୀ ପତ୍ରରେ ମହୁ ମିଶାଇ ସେବନ କଲେ ଥଣ୍ଡା କଟିଥାଏ। ତେବେ ଏପରି କେତେକ ଜିନିଷ ଅଛି, ଯେଉଁଥିରେ ମହୁ ମିଶାଇ ସେବନ କରିବା ଫଳରେ କ୍ଷତି ଘଟିଥାଏ। ଜାଣନ୍ତୁ ସେ ସମ୍ପର୍କରେ……

ଗରମ ଜିନିଷ: ମହୁ ଗରମ ହୋଇଥିବାରୁ ଏହାକୁ ଗରମ ଜିନିଷ ସହ ଖାଇବା ଅନୁଚିତ। ଏହା କରିବା ଫଳରେ ପେଟ ଗରମ ହୋଇଯାଇଥାଏ।

ଚା’, କଫି: ଥଣ୍ଡା ହୋଇଥିବା ସମୟରେ ଚା’ କିମ୍ବା କଫି ସହ ମହୁକୁ ମିଶାଇ ପିଇବାକୁ ଅନେକେ କହିଥାନ୍ତି। ମାତ୍ର ଏହା ଉଚିତ ନୁହେଁ। ଏପରି କରିବା ଫଳରେ ଶରୀର ତାପମାତ୍ରା ବଢ଼ିଥାଏ।

ମୂଳା: ମୂଳା ସହିତ ଏହାକୁ ଖାଇବା ଭୟଙ୍କର ହୋଇଥାଏ। ଏଥିରେ ଶରୀରରେ ଟକ୍ସିନ୍‌ ବଢ଼ିଥାଏ। ଯାହା ଶରୀରରକୁ କ୍ଷତି ପହଞ୍ଚାଇଥାଏ।

ଗରମ ପାଣି: ଅନେକେ ଓଜନ କମ୍‌ କରିବା ପାଇଁ ଗରମ ପାଣିରେ ମହୁ ମିଶାଇ ପିଇଥାନ୍ତି । ମାତ୍ର ଏପରି କରିବା ଫଳରେ ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri