ଏସବୁ ରୋଗରୁ ମୁକ୍ତିଦିଏ ନଡ଼ିଆ ତେଲ

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଏହି ତେଲ ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇଥାଏ। ଥଣ୍ଡା, କାଶ ସହ ଅନେକ ରୋଗରୁ ମଧ୍ୟ ଦୂରେଇ ରଖିଥାଏ।

ତେବେ ଜାଣନ୍ତୁ ନଡ଼ିଆ ତେଲ କେଉଁଭଳି ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ।

* ଓଜନ କମ୍‌ କରେ
ଯଦି ଆପଣ ଓଜନ କମ୍‌ କରିବାକୁ ଚାହୁଁଛନ୍ତି, ତେବେ ନଡ଼ିଆ ତେଲରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ। ନଡିଆ ତେଲ ଶରୀରର ମେଟାବୋଲିକ ହାରକୁ କମ୍‌ କରିଥାଏ, ଯାହା ସହଜରେ ଓଜନ କମ୍‌ କରେ ।

*ପାଚନତନ୍ତ୍ର ଶକ୍ତ
ନଡ଼ିଆ ତେଲରେ ପ୍ରସ୍ତୁତ ଖାଦ୍ୟ ଖାଇବା ଫଳରେ ପାଚନତନ୍ତ୍ର ଶକ୍ତ ହୋଇଥାଏ। ଏହା ସହ ପେଟରେ ସଂକ୍ରମଣ ସୃଷ୍ଟି କରି ନଥାଏ। ଏହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ।

* କ୍ୟାନ୍‌ସର ଆଶଙ୍କା କମ୍‌
ଏହା କ୍ୟାନ୍‌ସର ଭଳି ମାରାତ୍ମକ ରୋଗର ଆଶଙ୍କା କମାଇଥାଏ। ଏହି ତେଲରୁ ଉତ୍ପାଦିତ କେଟୋନ ଶରୀରର ସୁସ୍ଥ କୋଷଗୁଡ଼ିକୁ ଶକ୍ତି ଯୋଗାଇଥାଏ। କେଟୋନ କର୍କଟ କୋଷ ବ୍ୟତୀତ ଶରୀରର ଅନ୍ୟ କୋଷକୁ ଶକ୍ତି ପ୍ରଦାନ କରିଥାଏ।

*ହୃଦ୍‌ରୋଗର ଆଶଙ୍କା କମ୍‌
ହୃଦ୍‌ରୋଗର ଆଶଙ୍କା କମ୍‌ କରିବା ସହ ହାର୍ଟଜନିତ ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରେ ଥିବା ଲେରିକ୍‌ ଏସିଡ କୋଲେଷ୍ଟରଲ ଦୂର କରେ। ଏହା ସହ ନଡ଼ିଆ ତେଲ ଦାନ୍ତ ଏବଂ ହାଡ଼କୁ ମଜଭୁତ କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri