ଏସବୁ ରୋଗରୁ ମୁକ୍ତି ଦିଏ ଅଖରୋଟ୍‌

ଅଖ୍‌ରୋଟ୍‌ ମସ୍ତିଷ୍କ ଲାଗି ଉପକାରୀ ହୋଇଥାଏ ବୋଲି ଆପଣ ଜାଣିଥିବେ। ମାତ୍ର ଏହା ଖାଲି ମସ୍ତିଷ୍କ ପାଇଁ ନୁହେଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରୁ ଭିଟାମିନ୍‌ ଫାଇବର୍‌, ପ୍ରୋଟିନ୍‌ ଫସ୍‌ଫରସ୍‌ , ମ୍ୟାଗ୍‌ନେଶିୟମ, ଓମେଗା-୩ ଆଦି ବିଭିନ୍ନ ପୋଷକ ତତ୍ତ୍ୱ ମିଳିଥାଏ। ଏହାକୁ ପ୍ରତିଦିନ ଖାଇଲେ ଅନେକ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ସେ ସବୁ କ’ଣ……

– ଏହାକୁ ଖାଇବା ଫଳରେ ସ୍ବାସ୍ଥ୍ୟ ଭଲ ହେବା ସହ ଶରୀରର ଓଜନ୍‌ ଠିକ୍‌ ରହିଥାଏ।

– ଏହା ହୃଦ୍‌ଘାତ ଆଶଙ୍କାରୁ ମୁକ୍ତି ଦେଇଥାଏ। ଏହାକୁ ନିୟମିତ ଖାଇବା ଫଳରେ ହାର୍ଟଆଟାକ୍‌ ହୋଇ ନ ଥାଏ ।

– ଶରୀରରେ ମେଲାଟୋନ୍‌ ନାମକ ହର୍ମୋନ କମ୍‌ ହେଲେ ନିଦ ହୋଇ ନ ଥାଏ। ମାତ୍ର ଅଖ୍‌ରୋଟ୍‌ ଖାଇବା ଫଳରେ ଏହି ହର୍ମୋନ ବଢ଼ି ଥାଏ। ଫଳରେ ନିଦ୍ରାହୀନତା ସମସ୍ୟାରୁ ମୁକ୍ତି ମିଳିଥାଏ।

– ଅଖ୍‌ରୋଟ୍‌ କ୍ୟାନ୍‌ସର ଆଶଙ୍କାରୁ ମଧ୍ୟ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର? ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri