ଏସବୁ ରୋଗରୁ ମୁକ୍ତି ଦେଇ ଥାଏ ଆମ୍ବପତ୍ର, କିପରି ବ୍ୟବହାର କରିବେ ଜାଣନ୍ତୁ..

ଫଳର ରାଜା ଆମ୍ବ। ଏହାର ଉପକାରୀ ଗୁଣ ସମ୍ପର୍କରେ ପ୍ରାୟ ଅଧିକାଂଶ ଲୋକଙ୍କୁ ଜଣା। ମାତ୍ର କ’ଣ ଆପଣ ଏହା ପତ୍ରର ଉପକାରୀ ଗୁଣ ସମ୍ପର୍କରେ ଜାଣନ୍ତି? ଏଥିରେ ଭରପୂର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ , ଭିଟାମିନ୍‌ ବି, ଇ ଓ ସି ଭରି ରହିଥାଏ। ଏଥିରେ ଥିବା ଔଷଧୀୟ ଗୁଣ ମଧୁମେହ ରୋଗରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ଆମ୍ବପତ୍ରର ବ୍ୟବହାର କିପରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ।

ଆମ୍ବପତ୍ରର କାଢ଼ା ପିଇବା ଫଳରେ ଶ୍ୱାସରୋଗୀ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ।

ଜଳି ଯାଇଥିବା ଅଂଶରେ ଏହି ପତ୍ରର ପାଉଁଶ ଲଗାଇବା ଫଳରେ ଆରାମ ମିଳିଥାଏ।

ହିକା ସମସ୍ୟାରୁ ମଧ୍ୟ ଆମ୍ବ ପତ୍ର ମୁକ୍ତି ଦେଇଥାଏ। ହିକ୍‌କା ବନ୍ଦ ହେଉ ନ ଥିଲେ ଏହି ପତ୍ରକୁ ଫୁଟାଇ ଗଳଗଳ କଲେ ଏହା ବନ୍ଦ ହୋଇଥାଏ।

ଆମ୍ବପତ୍ର ସେବନରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ । ଏହାର ଗୁଣ୍ଡକୁ ପାଣିରେ ମିଶାଇ ପିଇବାର କିଛିଦିନ ପରେ ଏହି ଯନ୍ତ୍ରଣାରୁ ମୁକ୍ତି ପାଇ ପାରିବେ।

ରକ୍ତଚାପ ରୋଗୀ ଗାଧୋଇବା ବେଳେ ଆମ୍ବ ପତ୍ରକୁ ଫୁଟାଇ ସେହି ପାଣିରେ ଗାଧୋଇବା ଫଳରେ ଏଥିରୁ ମୁକ୍ତି ମିଳିଥାଏ।

ଆମ୍ବପତ୍ର ଗୁଣ୍ଡକରି ପ୍ରତିଦିନ ଖାଇବା ଫଳରେ ମଧୁମେହ ନିୟନ୍ତ୍ରିିତ ହୋଇଥାଏ।

ତେବେ ଏହି ସବୁର ବ୍ୟବହାର କରିବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ନିହାତି ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri