Posted inଖେଳ

ଏସିଆନ କ୍ୱାଲିଫାୟର୍ସ ଫାଇନାଲରେ ବିକାଶ

ଅମାନ (ଜୋର୍ଡାନ),୧୦।୩- ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିସାରିଥିବା ବିକାଶ କ୍ରିଷ୍ଣନ ଏଠାରେ ଚାଲିଥିବା ଏସିଆନ କ୍ୱାଲିଫାୟର୍ସ ଫାଇନାଲରେ ପ୍ରବେଶ କିରଛନ୍ତି। କିନ୍ତୁ ୫୨ କେଜି ଓଜନ ବର୍ଗରେ ଶୀର୍ଷ ର଼୍ୟାଙ୍କ ଅମିତ ପାଙ୍ଘାଲ ଓ ଲଭଲିନା ବର୍ଗୋହେନ (୬୯ କେଜି)ଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। କ୍ରିଷ୍ଣନଙ୍କ ଭଳି ଅମିତ ଓ ପଙ୍ଘାଲ ଅଲିମ୍ପିକ୍ସ ଟିକେଟ୍‌ ହାସଲ କରିସାରିଛନ୍ତି। କାଜାଖସ୍ତାନର ଆବଲାଖାନ ଝୁସୁପୋଭଙ୍କ ବିପକ୍ଷ ସେମିଫାଇନାଲରେ କ୍ରୀଷ୍ଣନଙ୍କୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିଥିଲା। ତାଙ୍କ ଆଖି ଉପରେ ଆଘାତ ମଧ୍ୟ ଲାଗିଛି। ୨୮ ବର୍ଷୀୟ ଭାରତୀୟ କ୍ରୀଷ୍ଣନ ଫାନାଲରେ ଜୋର୍ଡାନର ଇଶେଇ ହୁସେନଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri