Posted inଜାତୀୟ

ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ଉଦୟପୁର ଓ ଜୟପୁର

ନୂଆଦିଲ୍ଲୀ,୧୩।୭: ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ୨ ସହର ରହିଛନ୍ତି। ଏନେଇ ପର୍ଯ୍ୟଟନ ପ୍ରତିକା ଟ୍ରାଭେଲ ପ୍ଲସ୍‌ ରେଜର ମାଗାଜିନ୍‌ରେ ରିପୋର୍ଟ ପ୍ରକାଶ ପାଇଛି। ରାଜସ୍ଥାନର ଉଦୟପୁର ତାଲିକାରେ ୬ଷ୍ଠ ସ୍ଥାନରେ ଥିବାବେଳେ ଜୟପୁର ୧୦ମ ସ୍ଥାନରେ ରହିଛି। ତାଲିକାରେ ପ୍ରଥମ ସ୍ଥାନରେ ଭିଏତ୍‌ନାମ୍‌ର ହୋଇ ଇନ୍‌ ରହିଛି। ସେହିପରି ଦ୍ୱିତୀୟରେ ଥାଇଲାଣ୍ଡ୍‌ର ଚିୟାଙ୍ଗ୍‌ ମାୟ ଅଛି। ତୃତୀୟରେ ଇଣ୍ଡୋନେସିଆର ଉବୁଦ୍‌, ୪ର୍ଥରେ ଜାପାନର ଟୋକିଓ ଏବଂ ୫ମରେ ଜାପାନର କୟୋଟା ସହର ରହିଛି। ସେହିପରି ୭ମରେ ଥାଇଲାଣ୍ଡର ବ୍ୟାଙ୍କକ୍‌, ୮ମରେ ଜାପାନର ଓସାକା ଏବଂ ୯ମରେ କାମ୍ବୋଡ଼ିଆର ସିମ୍‌ ରିପ୍‌ ସହର ରହିଛି। ପର୍ଯ୍ୟଟକଙ୍କ ଅନୁଭବ ଆଧାରରେ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ରାଜସ୍ଥାନର ଉଦୟପୁରକୁ ପ୍ରତିବର୍ଷ ୧୦ ଲକ୍ଷ ଘରୋଇ ପର୍ଯ୍ୟଟକ ଏବଂ ୨ଲକ୍ଷରୁ ଅଧିକ ବିଦେଶୀ ପର୍ଯ୍ୟଟକ ଆସୁଥିବା ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ଷମା କରନ୍ତୁ…’, କାହିଁକି ଏମିତି କହି ଜନ୍ତର ମନ୍ତରରୁ ହଟିଗଲେ ଅଭିଜିତ ଦୀପକେ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର ମନ୍ତରରେ ଏକ ମାସରୁ ଅଧିକ ସମୟ ଧରି ପ୍ରତିବାଦ କରୁଥିବା କୋକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ଅଭିଜିତ ଦୀପକେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri