Posted inଖେଳ

ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ୭

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୭ ଖେଳାଳି ସାମିଲ ହୋଇଛନ୍ତି। ସେମାନେ ହେଲେ ମୀନାରାଣୀ ହେମ୍ବ୍ରମ, ରଜନୀ ସବର, ଲକ୍ଷ୍ମୀପ୍ରିୟା ସାହୁ, ପାର୍ବତୀ କିସ୍କୁ, ହୁପି ମାଝି, ସୁମିତ୍ରା ନାୟକ ଓ ଶୁଭଲକ୍ଷ୍ମୀ ବାରିକ। ମହାରାଷ୍ଟ୍ରର ଭାବିଜ ଭରୁଚାଙ୍କୁ ଦଳର ଅଧିନାୟିକା ମନୋନୀତ କରାଯାଇଛି। ଭାରତୀୟ ଦଳର ଟ୍ରେନିଂ କ୍ୟାମ୍ପ ଏଠାରେ ଅନୁଷ୍ଠିତ ହେବାପରେ ଦଳ ଘୋଷଣା କରାଯାଇଛି। ତେଣୁ ଦଳ ରବିବାର ରାତିରେ ଭୁବନେଶ୍ୱର ବିମାନବନ୍ଦରରୁ ଫିଲିପାଇନ୍ସ ଅଭିମୁଖେ ଯାତ୍ରା କରିଛି।
ଭାରତୀୟ ଦଳ: ହିମାନି ଦତ୍ତ, ସୁଲତାନା ଖାତୁନ, ଶିଖା ଯାଦବ, ପ୍ରିୟା, ଲାଚ୍‌ମି ଏକ୍କା, ଜ୍ୟୋତି ଚୌଧୁରୀ, ଆଶା ଓରାଅନ, ସଙ୍ଗୀତା ବେରା, ରାମନିକ କୌର, ଚନ୍ଦା ଓରାଅନ, ଗୋହର ଆରା, ମୀନାରାଣୀ ହେମ୍ବ୍ରମ, ରଜନୀ ସବର, ସ୍ବେତା ଶାହି, ନମିତା ଭୋଜ, ପ୍ରିୟା ବୈଶଲା, ଭାବିଜ ଭରୁଚା(ଅଧିନାୟିକା), ନେହା ପରଦେଶୀ, ନେହା ସିନାନ୍ଦି, ସ୍ବିଟି ଚୌଧାରୀ, ଲକ୍ଷ୍ମୀପ୍ରିୟା ସାହୁ, ପ୍ରଭାତି କିସ୍କୁ, ଶୀତଲ ଶର୍ମା, ହୁପି ମାଝି, ସୁମିତ୍ରା ନାୟକ, ଶୁଭଲକ୍ଷ୍ମୀ ବାରିକ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri