ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ ଏହା ଦ୍ୱାରା ହୋଇଥାଏ ଦୂର। ମେଦବହୁଳତାରେ ଏହା ଅମୃତ ତୁଲ୍ୟ କାର୍ଯ୍ୟ କରିଥାଏ। ରକ୍ତ ସଞ୍ଚାଳନ ପ୍ରକିୟାକୁ ଏହା ସ୍ବାଭାବିକ କରି ହାର୍ଟ ଆଟାକରୁ ମୁକ୍ତି ଦେଇଥାଏ। ଏହା ଦ୍ୱାରା ଯୁବ ସୁଲଭ ଠାଣି ମଧ୍ୟ ବଜାୟ ରହିଥାଏ। ସେହିପରି କିଡ୍‌ନୀ ସମସ୍ୟାକୁ ଏହା ଦୂର କରେ ବୋଲି ଆୟୁର୍ବେଦରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri