ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି ଦେବା ସହିତ ପାଚନ ପ୍ରକ୍ରିୟା ନିୟନ୍ତ୍ରଣ କରେ। ଏହି ଜୁସ୍‌କୁ ନିୟମିତ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ। ଏଥିରେ ଥିବା ଭିଟାମିନ ଏ ଓ ସି ଶରୀରକୁ ସୁସ୍ଥ ରଖେ । ଏଥିରେ ଥିବା ଭିଟାମିନ ଏ ଆଖି ପାଇଁ ହୋଇଥାଏ ଲାଭଦାୟକ । ମଧୁମେହ ରୋଗ ପାଇଁ ଏହାମହୋଷଧୀ ସଦୃଶ କାର୍ଯ୍ୟ କରେ। ଏଥିରେ ୩ରୁ ୬ ପ୍ରତିଶତ ପ୍ରୋଟିନ ରହିଥାଏ। ଏହା ମାଂସପେଶୀ ନିର୍ମାଣରେ ସହାୟତା କରେ। ତରଭୁଜ ଜୁସ୍‌ ମେଦବହୁଳତା କମାଇବାରେ ସାହାଯ୍ୟ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri