ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୌଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍‌-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍‌ ପ୍ରଭୃତି ରହିଥାଏ। ନିୟମିତ ଏକ ଗ୍ଲାସ୍‌ ଲାଉ ରସ ସକାଳୁ ଖାଲି ପେଟରେ ପିଇଲେ ହଜମ ଶକ୍ତି ବୃଦ୍ଧି, ଓଜନ ହ୍ରାସ, ହୃଦ୍‌ରୋଗରୁ ମୁକ୍ତି ଓ ବିଭିନ୍ନ କେଶ ସମସ୍ୟାରୁ ମୁକ୍ତି ମିଳେ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦିଅନ୍ତି। ଏଥିରେ ଜଳ ପରିମାଣ ଅଧିକ ଥିବାରୁ ଏହା ମସ୍ତିଷ୍କକୁ ଚାପମୁକ୍ତ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଭାଜପା: ପିଏମକେ-ଭାଜପା ଆସନ ବୂଝାମଣା ଶେଷ

ଚେନ୍ନାଇ,୧୯।୩: ଲୋକ ସଭା ନିର୍ବାଚନ ପାଇଁ ତାମିଲନାଡୁ ପଟ୍ଟାଲି ମକ୍କାଲ କାଟ୍‌ଚି (ପିଏମକେ) ଭାଜପା ସହ ମେଣ୍ଟ କରିବାକୁ ଘୋଷଣା କରିଛି। ଏହି ଘୋଷଣାର ଗୋଟିଏ...

ଦାଦା-ପୁତୁରା ପୁଣି ମୁହାଁମୁହିଁ

ପାଟନା/ନୂଆଦିଲ୍ଲୀ,୧୯ା୩:ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସୋମବାର ବିହାରରେ ଆସନ ବୁଝାମଣା ସୂତ୍ର ଉପରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ୪୦ ଲୋକ ସଭା ଆସନ ମଧ୍ୟରୁ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା: ଦଳ ଛାଡିଲେ ବରିଷ୍ଠ ନେତା

ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ...

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ...

ଦୁର୍ଘଟଣାରେ ଆହତ ଅଭିନେତ୍ରୀ ଅରୁନ୍ଧତୀ ଭେଣ୍ଟିଲେଟରରେ

ଚେନ୍ନାଇ,୧୯।୩: ‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ...

ଦୈବୀଶକ୍ତି ବନାମ ଅସୁର ଶକ୍ତି

ହାଇଦ୍ରାବାଦ/ନୂଆଦିଲ୍ଲୀ,୧୯ା୩: ଇଣ୍ଡିଆ ବ୍ଲକ୍‌ର ଇସ୍ତାହାର କେବଳ ‘ଶକ୍ତି’କୁ ଶେଷ କରିଦେବା ଉପରେ ଗୁରୁତ୍ୱ ଦେଉଛି। ଏହି ଲଢ଼େଇ ଦୁଇଟି ପକ୍ଷ ମଧ୍ୟରେ ଚାଲିଛି। ଗୋଟିଏ ପକ୍ଷ...

କିଏ ସେହି ରାଜୀବ କୁମାର, ଯାଙ୍କୁ ଡିଜିପି ପଦରୁ ହଟାଇଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୯।୩:ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ ପଦରୁ ରାଜୀବ କୁମାରଙ୍କୁ ସୋମବାର ଅପରାହ୍ନରେ ନିର୍ବାଚନ କମିଶନ ହଟାଇବା ପରେ ଏହି ବରିଷ୍ଠ ପୋଲିସ ଅଧିକାରୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି।...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri