ଭୁବନେଶ୍ୱର,୨।୯: ଦେଶର ଅଗ୍ରଣୀ ସୁଜ୍ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍ ମୋଚିର ନୂତନ ତଥା ଏକ୍ସକ୍ଲୁସିଭ ଆଉଟେ୍ଲଟ୍ ଭୁବନେଶ୍ୱର ରସୁଲଗଡ଼ସ୍ଥିତ ଏସ୍ପ୍ଲାନେଡ୍ ଓ୍ବାନ୍ ମଲ୍ ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍ପ୍ଲାନେଡ ଓ୍ବାନ୍ ମଲ୍ର ସେଣ୍ଟର ହେଡ୍ ପାର୍ଥପ୍ରତୀମ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୋଚିର ଆର୍ଏମ୍ ଅନସ୍ବାର ସାହାଣୀ, ସିଟି ମ୍ୟାନେଜର ଇର୍ଫାନ ଅଲ୍ଲୀ ଏବଂ ଆଉଟଲେଟ (ଶୋ’ରୁମ୍) ମ୍ୟାନେଜର ଏସ୍.କେ. ସୋଏବ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏସ୍ପ୍ଲାନେଡ୍ ଓ୍ବାନ ମଲ୍ର ଶପ୍ ନମ୍ବର-୧ ଗ୍ରାଉଣ୍ଡ ଫ୍ଲୋରରେ ମୋଚି ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଷ୍ଟୋରର ଉଦ୍ଘାଟନୀ ଅଫର ଘୋଷଣା କରାଯାଇଛି। ଏପରି କି ମୋଚିର ସମସ୍ତ ସୁଜ୍ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍ ଉପରେ ଗ୍ରାହକମାନେ ଫ୍ଲାଟ ୨୦%ର ରିହାତି ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ଅଫର ଶନିବାର (୨୦୨୩ ସେପ୍ଟେମ୍ବର ୨) ଶେଷ ହେଉଛି।
ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା
ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...
ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ
ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ...
୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ
ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...
ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…
ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...
‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…
ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...
ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…
ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...
Archives


