ଏସ୍‌ପ୍ଲାନେଡ୍‌ରେ ମୋଚିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୯: ଦେଶର ଅଗ୍ରଣୀ ସୁଜ୍‌ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍‌ ମୋଚିର ନୂତନ ତଥା ଏକ୍ସକ୍ଲୁସିଭ ଆଉଟେ୍‌ଲଟ୍‌ ଭୁବନେଶ୍ୱର ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ପ୍ଲାନେଡ ଓ୍ବାନ୍‌ ମଲ୍‌ର ସେଣ୍ଟର ହେଡ୍‌ ପାର୍ଥପ୍ରତୀମ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୋଚିର ଆର୍‌ଏମ୍‌ ଅନସ୍‌ବାର ସାହାଣୀ, ସିଟି ମ୍ୟାନେଜର ଇର୍‌ଫାନ ଅଲ୍ଲୀ ଏବଂ ଆଉଟଲେଟ (ଶୋ’ରୁମ୍‌) ମ୍ୟାନେଜର ଏସ୍‌.କେ. ସୋଏବ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏସ୍‌ପ୍ଲାନେଡ୍‌ ଓ୍ବାନ ମଲ୍‌ର ଶପ୍‌ ନମ୍ବର-୧ ଗ୍ରାଉଣ୍ଡ ଫ୍ଲୋରରେ ମୋଚି ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଷ୍ଟୋରର ଉଦ୍‌ଘାଟନୀ ଅଫର ଘୋଷଣା କରାଯାଇଛି। ଏପରି କି ମୋଚିର ସମସ୍ତ ସୁଜ୍‌ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍‌ ଉପରେ ଗ୍ରାହକମାନେ ଫ୍ଲାଟ ୨୦%ର ରିହାତି ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ଅଫର ଶନିବାର (୨୦୨୩ ସେପ୍ଟେମ୍ବର ୨) ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?