ଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀ

ଟିଟିଲାଗଡ଼,୧୦।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍‌କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଜଣେ ଦିବ୍ୟାଙ୍ଗ ବାଳକଙ୍କୁ କାଖେଇଥିବା ବେଳେ ଜଣେ ବାଳିକାଙ୍କୁ ଜୋତା ପିନ୍ଧାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର।…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri