ଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀ

ଟିଟିଲାଗଡ଼,୧୦।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍‌କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଜଣେ ଦିବ୍ୟାଙ୍ଗ ବାଳକଙ୍କୁ କାଖେଇଥିବା ବେଳେ ଜଣେ ବାଳିକାଙ୍କୁ ଜୋତା ପିନ୍ଧାଇଥିବା ଦେଖିବାକୁ ମିଳିଛି।