ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଉପରେ ଗ୍ରାହକମାନେ ରିହାତି ଲାଭ କରିପାରିବେ। ଅଗଷ୍ଠ ୧୫ ଦିନ କ୍ରୟ ଉପରେ ଫ୍ଲାଟ ୫୦% ରିହାତି ଉପଲବ୍ଧ ହେବ। ଗୋଟିଏ ଛାତ ତଳେ ଗ୍ରାହକ ବିଭିନ୍ନ ବ୍ରାଣ୍ଡ ଲାଭ କରିପାରିବେ। ସମାନ ଦିନରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବାରୁ ଗ୍ରାହକ ଏଠାରେ ଆକର୍ଷଣୀୟ ଡିଲ ଲାଭ କରିପାରିବେ ବୋଲି ଏସ୍‌ପ୍ଲାନେଡ ଓ୍ବାନ୍‌ ମଲର ସେଣ୍ଟର ଡାଇରେକ୍ଟର ପାର୍ଥ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri