ଏସ୍‌ବିଆଇ ଜମା ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୩୦-୭: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଜମା ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ସୋମବାର ବ୍ୟାଙ୍କ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ ସ୍ବଳ୍ପ ମିଆଦିର ୧୭୯ ଦିନ ପାଇଁ ସାବଧି ଜମା ଉପରେ ୫୦ରୁ ୭୫ ବେସିସ୍‌ ପଏଣ୍ଟ ବା ୦.୫ରୁ ୦.୭୫% ସୁଧ ହାର ହ୍ରାସ କରାଯାଇଛି। ବ୍ୟାଙ୍କ ଦୀର୍ଘମିଆଦି ରିଟେଲ ଟର୍ମ ଏବଂ ବଲ୍କ ଡିପୋଜିଟ୍‌ ସ୍କିମ୍‌ରେ ଦେଉଥିବା ସୁଧ ହାର ହ୍ରାସ କରିଛି। ଏସ୍‌ବିଆଇ ରିଟେଲ ଜମା ଉପରେ ସୁଧ ହାର ୦.୨୦% ଏବଂ ରିଟେଲ ବଲ୍କ ଜମା ଉପରେ ୦.୩୫% ସୁଧ ହାର ହ୍ରାସ କରିଛି। ଏସ୍‌୍‌ବିିଆଇ ଓ୍ବେବ୍‌ସାଇଟ ଅନୁଯାୟୀ ୨କୋଟି ଟଙ୍କାରୁ କମ୍‌ ରିଟେଲ ଡୋମେଷ୍ଟିକ୍‌ ଟର୍ମ ଡିପୋଜିଟ୍‌ ଉପରେ ୨-୩ ବର୍ଷର ଜମା ଯୋଜନାରେ ସୁଧ ହାରକୁ ୬.୭୫ପ୍ରତିଶତରୁ ୬.୭୦ ପ୍ରତିଶତକୁ ହ୍ରାସ କରାଯାଇଛି। ବରିଷ୍ଠ ନାଗରିକଙ୍କ ଲାଗି ସୁଧ ହାରକୁ ୭.୨୫ପ୍ରତିଶତରୁ ୭.୨୦ ପ୍ରତିଶତକୁ କମାଯାଇଛି। ଏଭଳି ଭାବେ ୩-୫ବର୍ଷର ଜମା ଯୋଜନା ଉପରେ ସୁଧ ହାର ୬.୭ରୁ ୬.୬୦କୁ ହ୍ରାସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri