ଏସ୍‌ସିବିରେ ନାହିଁ ସାନିଟାଇଜର, ପିପି କିଟ୍‌

କଟକ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ହେଲେ ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ଲାଗି ନିୟୋଜିତ ଥିବା ଡାକ୍ତର, ନର୍ସ, ଲ୍ୟାବ୍‌ ଟେକ୍ନିସିଆନ, ଫାର୍ମାସିଷ୍ଟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଗତ ୧୯ ତାରିଖ ପରଠାରୁ ଆବଶ୍ୟକତା ଅନୁଯାୟୀ ସାନିଟାଇଜର, ପିପି କିଟ୍‌ ଓ ମାସ୍କ ମିଳୁନାହିଁ । ଏ ନେଇ କର୍ମଚାରୀ ଓ ଡାକ୍ତରୀ ଛାତ୍ରମାନେ ଏ ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଭଳି ସ୍ଥିତିରେ ଆମ୍ଭମାନଙ୍କ ସୁରକ୍ଷା ଜରୁରୀ ବୋଲି ଅନେକ କର୍ମଚାରୀ କହିଛନ୍ତି। ଏ ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ କହିଛନ୍ତି, ଏବେ ସବୁଠି ଆବଶ୍ୟକତା ଅନୁଯାୟୀ ଉତ୍ପାଦନ ନାହିଁ । ତେଣୁ ହଠାତ୍‌ ଏକକାଳୀନ ଆବଶ୍ୟକତା ପୂରଣ କରିବା କଷ୍ଟକର। ଆମେ ଏ ବାବଦରେ ଆରଡିସିଙ୍କୁ ଅବଗତ କରାଇଛୁ। ତୁରନ୍ତ ଏଥିପ୍ରତି ସରକାର ଦୃଷ୍ଟି ଦେବେ ବୋଲି ଆଶା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri