ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ ୬ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଅଦ୍ୟାବଧି ଏସ୍‌ସିବିରେ ମୋଟ ୧୨୭୧ ଜଣ ଡେଙ୍ଗୁ ଆକ୍ରାନ୍ତ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୯୯୯ ପୁରୁଷ ଓ ୨୭୨ ଜଣ ମହିଳା। ବାଲେଶ୍ୱରକୁ ଚଳିତବର୍ଷ ସର୍ବାଧିକ ଡେଙ୍ଗୁ ପ୍ରବଣ ଜିଲା ଭାବେ ଚିହ୍ନଟ କରାଯାଇଛି। ଏହି ଜିଲାରୁ ବର୍ତ୍ତମାନ ସୁଦ୍ଧା ୩୧୯ ରୋଗୀ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ବେଳେ ଦ୍ୱିତୀୟ ସର୍ବାଧିକ କେନ୍ଦ୍ରାପଡ଼ା ଜିଲାରୁ ୧୭୯ ଜଣ ରୋଗୀ ରହିଛନ୍ତି। କଟକରୁ ୧୫୪ ଓ ଯାଜପୁରରୁ ୧୮୨ ରୋଗୀ ଭର୍ତ୍ତି ହୋଇଥିବା ଏସ୍‌ସିବି ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୩ରେ ଡେଙ୍ଗୁରେ କେନ୍ଦ୍ରାପଡ଼ାର ଦେବକୀ ବେହେରା ଏବଂ ଅକ୍ଟୋବର ୧୫ରେ ପୁରୀ ସାକ୍ଷୀଗୋପାଳର ରାମ ବାରିକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri