ଏସ୍‌ସିବିର ବିକାଶ ପାଇଁ ୧୦୦୦ କୋଟି ଟଙ୍କାରୁ ଅଧିକ ପ୍ୟାକେଜ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବାଙ୍ଗୀନ ଉନ୍ନତି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଏସ୍‌ସିବିକୁ ଏମ୍ସ ପ୍ଲସ ଅନୁଷ୍ଠାନରେ ପରିଣତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ହସ୍ପିଟାଲର ଶଯ୍ୟା ସଂଖ୍ୟା ୩୦୦୦କୁ ବୃଦ୍ଧି ପାଇବ। ଏଥିପାଇଁ ପ୍ରାୟ ୧୦୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୦ ବର୍ଷ ତଳୁ ଏହି ସ୍ବାସ୍ଥ୍ୟାନୁଷ୍ଠାନ ଓଡ଼ିଶାବାସୀଙ୍କୁ ସେବା ଯୋଗାଇ ଆସିଛି। ଏଠାରୁ ଅନେକ ବିଶିଷ୍ଟ ଡାକ୍ତର ବାହାରିଛନ୍ତି, ଯେଉଁମାନେ କେବଳ ଭାରତ ନୁହେଁ, ସାରା ପୃଥିବୀର ଲୋକମାନଙ୍କୁ ସେବା ଦେଇ ଆସୁଛନ୍ତି। ତେଣୁ ଏହି ଅନୁଷ୍ଠାନର ଗୁରୁତ୍ୱକୁ ଆହୁରି ବିଶ୍ୱସ୍ତରରେ ପରିଣତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri