ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ

କଟକ ଅଫିସ,୬ା୬-ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍‌ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର ସେମାନଙ୍କୁ ସେଠାରେ ଆଇସୋଲେଶନ୍‌ରେ ରଖିଥିଲେ। ଉଭୟଙ୍କ ସ୍ବାବ୍‌ ନମୁନା ଶୁକ୍ରବାର ପରୀକ୍ଷା ପାଇଁ ପଠାଯାଇଥିଲା। ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିବା ପରେ ଉଭୟଙ୍କୁ ଅଶ୍ୱିନୀ କୋଭିଡ ହସ୍ପିଟାଲ ପଠାଇ ଦିଆଯାଇଛି ା ଏହି ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ରହିଥିବା ବେଳେ ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ହୋଇ ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri