ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା। ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କ ଶରୀରର ଅନ୍ୟାନ୍ୟ ଅଙ୍ଗପ୍ରତ୍ୟଙ୍ଗ ଅଚଳ ହୋଇପଡ଼ିଥିଲା। ତେଣୁ ତାଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଛି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ ବୋଲି ଡା. ଶ୍ରୀପ୍ରସାଦ ମହାନ୍ତି କହିଛନ୍ତି। ଯଦି ଏହା ଡେଙ୍ଗୁ ମୃତ୍ୟୁ ହୁଏ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ତୃତୀୟ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣସାର ମୃଗ ଛୁଆ ଗୋଡ଼ାଇଲା ବୁଲା କୁକୁର, ଜୀବନ ବିକଳରେ ଏଣେତେଣେ ଦୌଡ଼ି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?