ଏସ୍‌ସିବି ମେଡିକାଲରେ ୬ ଡେଙ୍ଗୁ ରୋଗୀ

କଟକ ଅଫିସ,୧୯।୭ : ଏସ୍‌ସିବି ମେଡିକାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗୁରୁବାର ସନ୍ଧ୍ୟା ମେଡିକାଲରେ ମୋଟ ୬ ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ୱାର୍ଡରେ ଓ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟପକ୍ଷରେ ଗୁରୁବାର ମେଡିକାଲରେ ମୋଟ୍‌ ୪୮ ଜଣ ରୋଗୀଙ୍କ ରକ୍ତ ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୩ ଜଣଙ୍କ ରକ୍ତରେ ଡେଙ୍ଗୁ ପଜିଟିଭ ଚିହ୍ନଟ କରାଯାଇଛି। ପଜିଟିଭ ରୋଗୀଙ୍କ ମଧ୍ୟରେ କଟକ ସହରର ୨ଜଣ ଓ ଭଦ୍ରକର ଜଣେ ରୋଗୀ ଅଛନ୍ତି। ସହରରୁ ଚିହ୍ନଟ ହୋଇଥିବା ୨ ଜଣ ରୋଗୀଙ୍କ ଘର ଜଗତ୍‌ପୁର ଓ ବିଡ଼ାନାସୀ ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri