ଏସ୍‌ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି

ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍‌ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍‌-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ ଜ୍ୱର, ଫ୍ଲୁ ବା କାଶ ହେଉଥିବ ତେବେ ସେମାନେ ହେଲ୍ପ ଲାଇନ୍‌ ନମ୍ବର ୧୦୪କୁ ଫୋନ୍‌କରିବେ। ଡାକ୍ତରମାନେ ସେମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ। ଭୟଭୀତ ନ ହୋଇ ସହଯୋଗରେ ମୁକାବିଲା କଲେ ଏହି ମହାମାରୀକୁ ଦୂର କରାଯାଇପାରିବ। ମଙ୍ଗଳବାର ପୂବର୍ର୍ାହ୍ନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, କ୍ୟାପିଟାଲ ହସ୍ପିଟାଲରେ ଜଣେ କୋଭିଡ୍‌ ରୋଗୀଙ୍କୁ ଚିକିତ୍ସା କରାଯାଉଛି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ଅଛି। ତାଙ୍କ ରକ୍ତ ନମୂନା ନେଗେଟିଭ୍‌ ଆସିଛି। ଆସନ୍ତା ୨ ଘଣ୍ଟା ମଧ୍ୟରେ ପୁଣି ଥରେ ତାଙ୍କ ରକ୍ତ ନମୂନା ପରୀକ୍ଷା କରାଯିବ। ନେଗେଟିଭ୍‌ ଆସିବା ପରେ ସମ୍ପୃକ୍ତ ରୋଗୀଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri