ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି ଖାଦ୍ୟ ଅଛି ଯାହାକୁ ଖାଇବା ପରେ କ୍ଷୀର ପିଇଲେ ଶରୀର ପ୍ରତି କ୍ଷତି ପହଞ୍ଚାଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ମାଛ : ମାଛ ଖାଇବା ପରେ ଭୁଲରେ କ୍ଷୀର ପିଅନ୍ତୁ ନାହିଁ। କାରଣପେଟରେ ବିଷକ୍ରିୟା ସୃଷ୍ଟି ହୋଇଥାଏ। ଏହାସହିତ ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ଭୋଗିବାକୁ ପଡ଼ିଥାଏ।

ଦହି : ଦହି ଖାଇବା ପରେ କ୍ଷୀର ପିଇବା ଅନୁଚିତ। ଏହାଦ୍ୱାରା ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ।

ରାଶି ଏବଂ ଲୁଣ : ରାଶି ଏବଂ ଲୁଣ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଉଚିତ ନୁହେଁ। ଏହା ଶରୀର ପ୍ରତି କ୍ଷତି ପହଞ୍ଚାଇଥାଏ। ତେଣୁ ଏହାକୁ ଖାଇବାର ପ୍ରାୟ ୨ ଘଣ୍ଟା ପରେ କ୍ଷୀର ପିଅନ୍ତୁ।

ଯେ କୌଣସି ଖଟା ଫଳ : ସାଇଟ୍ରିକ ଏସିଡ୍‌ଯୁକ୍ତ ଫଳ ବା ଯେ କୌଣସି ଖଟା ଫଳ ଖାଇବା ପରେ କ୍ଷୀର ପିଇବା ଶରୀର ପାଇଁ ହାନିକାରକ। ବିଶେଷକରି ଲେମ୍ବୁ, ବରକୋଳି, କରମଙ୍ଗା ପରି ଖଟାଜାତୀୟ ଖାଦ୍ୟ ଖାଇବାର ଦୀର୍ଘଘଣ୍ଟା ପରେ କ୍ଷୀର ପିଅନ୍ତୁ। ନଚେତ୍‌ ନାନା ସମସ୍ୟା ଦେଖାଦେବ।

ବିରି ଡାଲି : ବିରି ଡାଲି ଖାଇବା ପରେ କ୍ଷୀର ପିଇଲେ ପେଟରେ ଅନେକ ସମସ୍ୟା ଦେଖା ଦେଇଥାଏ। ବିରି ଡାଲି ଖାଇବାର ପ୍ରାୟ ୨ ଘଣ୍ଟା ପରେ କ୍ଷୀର ପିଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆେନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri