ଏହିସବୁ ସମସ୍ୟାରୁ ମୁକ୍ତିଦିଏ ଗୁଡ଼

ଗୁଡ଼ ସ୍ବାସ୍ଥ୍ୟପକ୍ଷେ ଉପକାରୀ। ଏଣୁ ଚିନି ଅପେକ୍ଷା ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଗୁଡ଼ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିବା ସହ ସ୍ବତନ୍ତ୍ର ଭାବେ ପେଟଜନିତ ସମସ୍ୟା ଦୂର ହୋଇଥାଏ। ଗ୍ୟାସ୍‌ରୁ ଆରମ୍ଭକରି କୋଷ୍ଠକାଠିନ୍ୟ ପର୍ଯ୍ୟନ୍ତ ଅନେକ ପେଟ ସମସ୍ୟାରୁ ଗୁଡ଼ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ଗୁଡ଼ର ଉପକାରୀ ଗୁଣ ସମ୍ପର୍କରେ….

-ଖାଇସାରିବା ପରେ ଗୁଡ଼ ଖାଇବା ଫଳରେ ପାଚନକ୍ରିୟା ନିୟନ୍ତ୍ରିତ ରହିଥାଏ। ଭୋକ ଲାଗୁ ନ ଥିଲେ ଏହାକୁ ଖାଇଲେ ଭୋକ ହୋଇଥାଏ।

– ଏହାସହ ଗୁଡ଼ କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ। ସକାଳେ ଖାଲିପେଟରେ ଅଳ୍ପ ଗୁଡ଼ ଖାଇ ପାଣିପିଇଲେ ଏହି ସମସ୍ୟା ଦୂର ହୋଇଥାଏ।

-ଗୁଡ଼ରେ ଆଇରନ୍‌ ମାତ୍ରା ଅଧିକ ରହିଥାଏ। ଏହାକୁ ଖାଇଲେ ଶରୀରରେ ହିମୋଗ୍ଲୋବିନ୍‌ର ମାତ୍ରା ବଢ଼ିଥାଏ । ଏହା ସହ ରକ୍ତକୋଷର ମାତ୍ରା ବଢ଼ି ରକ୍ତହୀନତା ସମସ୍ୟା ଦୂର ହୋଇଥାଏ।

– ଏହାକୁ ଖାଇବା ଫଳରେ ରକ୍ତଚାପ ନିୟନ୍ତ୍ରିତ ହୋଇଥାଏ। ଏଥିରେ କ୍ୟାଲ୍‌ସିୟମ ଓ ଫସ୍‌ଫରସର ମାତ୍ରା ଅଧିକ ରହିଥାଏ, ଯାହା ଆପଣଙ୍କ ହାଡ଼କୁ ଶକ୍ତ କରାଇଥାଏ।

-ଏହାସହ ଅଧକପାଳି ମୁଣ୍ଡବିନ୍ଧା ସମସ୍ୟା ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri