Posted inଫୁରସତ

ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ ଅଜବ କୂଅ ରହିଛି। ଏହି କୂଅ ଭିତରେ ଉଜ୍ଜ୍ୱଳ ଆଲୋକ ଦେଖିବାକୁ ମିଳେ। ଏହି ଆଲୋକ କାହିଁକି କେଉଁଠୁ ଆସୁଛି ସେ ସମ୍ପର୍କରେ କେହି ବି କିଛି ଜାଣି ପାରୁନାହାନ୍ତି। ଲୋକଙ୍କ ପାଇଁ ଏହା ରହସ୍ୟାବୃତ୍ତ ହୋଇ ରହିଯାଇଛି। ଏହି କୂଅକୁ ଦେଖିବା ପାଇଁ ହଜାର ହଜାର ଲୋକ ଯାଇଥା’ନ୍ତି।


ଅନ୍ୟପକ୍ଷରେ ବୈଜ୍ଞାନିକମାନେ ମଧ୍ୟ ଆଜିର ଦିନରେ ଏହି ଆଲୋକ ସମ୍ପର୍କରେ କୌଣସି ତଥ୍ୟ ଦେଇପାରୁନାହାନ୍ତି କି କାରଣ ଖୋଜି ପାଉନାହାନ୍ତି। ପର୍ତ୍ତୁଗାଲର ଲୋକମାନେ ଏହି କୂଅର ନାଁ ଦେଇଛନ୍ତି ‘ଉଇସିଂ ଓ୍ବେଲ୍‌’। ଅର୍ଥାତ୍‌ ଯାହା ମାଗିବ ତାହା ମିଳିବ। ସେଠାକାର ଲୋକଙ୍କର ବିଶ୍ୱାସ ରହିଛି, ଏହି କୂଅ ମନସ୍କାମନା ପୂରଣ କରିଥାଏ। କୂଅଟି ପଥରରେ ନିର୍ମିତ ହୋଇଛି। ପ୍ରାଚୀନ କାଳରେ ପାଣିକୁ ଗୋଟିଏ ସ୍ଥାନରେ ଆବଦ୍ଧ ରଖିବା ପାଇଁ ଏହା ନିର୍ମାଣ କରାଯାଇଥିଲା। ଏହି କୂଅର ଗଭୀର ୪ ତଳ ବିଶିଷ୍ଟ ପ୍ରାସାଦ ପରି। ଉପରୁ ଥାଇ ଭିତରକୁ ଚାହିଁଲେ ଭୟରେ ଦେହ ଥରିଉଠିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri